ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତାକୁ ନା

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ  ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି ସ୍ପଷ୍ଟ ଭାବେ କହିଛନ୍ତି। ସମଲିଙ୍ଗୀ ବିବାହକୁ ନ୍ୟାୟିକ ମାନ୍ୟତା ଦେବାକୁ ଦାବି କରି…

ନିଠାରୀ ହତ୍ୟାକାଣ୍ଡ: ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ

ନୂଆଦିଲ୍ଲୀ: ନିଠାରୀ ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ  । ନୋଏଡାର ବହୁ ଚର୍ଚ୍ଚିତ ନିଠାରୀ ମାମଲାରେ କୋର୍ଟଙ୍କ ବଡ଼ ରାୟ ଆସିଛି। ୨୦୦୬  ଡିସେମ୍ବର ୨୯ ତାରିଖରେ ନୋଏଡାର ଗୌତମ ବୁଦ୍ଧ ନଗରର ନିଠାରୀ ଅଞ୍ଚଳରୁ ମୋନିନ୍ଦର ସିଂ ପଣ୍ଡେରଙ୍କ ଘର ପଛପଟୁ ୧୯ଟି ନରକଙ୍କାଳ…

ବୋମାମାଡ଼ ବନ୍ଦ କଲେ ଇସ୍ରାଏଲର ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ହମାସ ପ୍ରସ୍ତୁତ

ବୋମାମାଡ଼ ବନ୍ଦ କଲେ ଇସ୍ରାଏଲର ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ହମାସ ପ୍ରସ୍ତୁତ  । ଦୁଇଶହ ଇସ୍ରାଏଲ ନାଗରିକଙ୍କୁ ହମାସ ଆତଙ୍କବାଦୀମାନେ ପଣବନ୍ଦି କରି ରଖିଛନ୍ତି ।  ଯଦି ଇସ୍ରାଏଲ ଏୟାର ଷ୍ଟ୍ରାଇକ୍ ବନ୍ଦ କରେ ତେବେ ହମାସ ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ବୋଲି…

ସାମୁଦ୍ରିକ ସମାରୋହ ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଅକ୍ଟୋବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମଏମଆରଡିଏ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମଆଇଏସ ୨୦୨୩)ର ତୃତୀୟ ସଂସ୍କରଣକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିବେ । ବନ୍ଦର, ଜାହାଜ ଚଳାଚଳ ଏବଂ…

ଆଜିର ରାଶିଫଳ

ମେଷ: ଆପଣ ସମସ୍ତଙ୍କ ଦୃଷ୍ଟିରେ ଭଲ ହୋଇ ରହିବେ। ଘରୋଇ ସମସ୍ୟାର ସମାଧାନ ବାହାରିବ। ଘରୋଇ ଉଦ୍ୟୋଗ କର୍ମଚାରୀଙ୍କୁ ନୂଆ ପ୍ରକଳ୍ପର ଦାୟିତ୍ବ ମିଳିବ। ବୃଷ: ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ। ଡାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ।…

ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା

ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି ।  ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ…