ବଦଳିଲା ବାଲିଯାତ୍ରା ନାଁ

ବଦଳିଲା ବାଲିଯାତ୍ରା ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାରେ ଚଳିତ ଥର ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଏଥର ବାଲିଯାତ୍ରା ନାମ ବଦଳାଇବାକୁ ନିଷ୍ପତ୍ତି ‌ନିଆଯାଇଛି। ଏହି ମେଳାର ନୂଆ ନାମ ହେଲା 'ଐତିହାସିକ ବାଲିଯାତ୍ରା କଟକ ୨୦୨୫' । ଆଗରୁ କେବଳ ଐତିହାସିକ ବାଲିଯାତ୍ରା…

ଏସିଆ କପ୍‌ -ବାଂଲାଦେଶ ୭ ୱିକେଟ୍‌ରେ ହଂକଂକୁ ପରାସ୍ତ କରିଛି

ଚଳିତ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାର ତୃତୀୟ ମ୍ୟାଚ୍‌ରେ ଗୁରୁବାର ବାଂଲାଦେଶ ୭ ୱିକେଟ୍‌ରେ ହଂକଂକୁ ପରାସ୍ତ କରିଛି। ଏଥି ସହ ବାଂଲାଦେଶ ନିଜ ପ୍ରଥମ ମ୍ୟାଚ୍‌ ଜିତିଥିବା ବେଳେ ହଂକଂ କ୍ରମାଗତ ପରାଜୟ ବରଣ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହଂକଂ ନିର୍ଦ୍ଧାରିତ ୨୦ ଓଭରରେ…

ଚଳନ୍ତା ଟ୍ରେନରୁ ଡେଇଁ ପଡ଼ିଲେ ଅଭିନେତ୍ରୀ କରିସ୍ମା ଶର୍ମା , ଜାଣନ୍ତୁ କାରଣ

ଛୋଟପରଦା ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ନାମ ସୃଷ୍ଟି କରିଥିବା ଅଭିନେତ୍ରୀ କରିସ୍ମା ଶର୍ମାଙ୍କ ବିଷୟରେ ଏକ ବଡ଼ ତଥା ଚର୍ଚ୍ଚିତ ଖବର ସାମ୍ନାକୁ ଆସୁଛି। ସେ ବୁଧବାର ମୁମ୍ବାଇର ଏକ ଚଳନ୍ତା ଲୋକାଲ ଟ୍ରେନରୁ ଡେଇଁ ପଡ଼ିଥିଲେ, ଯେଉଁଥିରେ ତାଙ୍କୁ ଗୁରୁତର ଆଘାତ ଲାଗିଥିଲା।…

ଇପିଏଫ୍ଓ ପେନ୍‌ସନ୍‌ ବଢିବ ୨୫୦୦ ଟଙ୍କା

କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ (ସିବିଟି) ବୈଠକ ଆସନ୍ତା ମାସରେ ବସିବ। ସେଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ସବୁଠୁ ବଡ଼ ପ୍ରସଙ୍ଗ ହେଉଛି ସର୍ବନିମ୍ନ ପେନ୍‌ସନ୍‌କୁ ବର୍ତ୍ତମାନର ୧୦୦୦ ଟଙ୍କାରୁ ବଢ଼ାଇ ୧୫୦୦ ଟଙ୍କା…

ପୂର୍ବତନ ଛାତ୍ର ବିଜେଡି ସଭାପତି ଦଳ ଛାଡିଲେ, ଆଣିଲେ ସଙ୍ଗୀନ ଅଭିଯୋଗ

ପୂର୍ବତନ ଛାତ୍ର ବିଜେଡି ସଭାପତି ହରିଶଙ୍କର ରାଉତ  ଦଳ ଛାଡିଛନ୍ତି।ସେ ତିନି ଫର୍ଦ୍ଦର ଅଭିଯୋଗ ଦାଖଳ କରିଛନ୍ତି। ଛାତ୍ର ବିଜେଡି ସଭାପତି ଏବଂ ଯୁବ ବିଜେଡି ସଭାପତି ଭିକେ ପାଣ୍ଡିଆଙ୍କ ନିର୍ଦ୍ଦେଶରେ ହୋଇଥିବା ସେ ଅଭିଯୋଗ କରିଛନ୍ତି । ଯେଉଁମାନେ ପାଣ୍ଡିଆନଙ୍କ ନିର୍ଦେଶରେ କାମ…

ପୁଣି ଲଘୁଚାପ ଆସୁଛି

ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି- ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି। ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଆଜି ଏଭଳି ପ୍ରତିକ୍ରିୟା…

୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍

ଶୁକ୍ରବାର ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକ୍ରିଷ୍ଣନ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୦.୧୦ ମିନିଟରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଜଣେ ସକ୍ରିୟ ସଦସ୍ୟ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ…

ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ

ଖଣ୍ଡ ଖଣ୍ଡ ଧଳା ମେଘ ସୁନୀଳ ଅମ୍ୱରେ, ଭାସଇ ବୋଇତ ଯଥା ନୀଳ ସମୁଦ୍ରରେ।’ ଶରତ ଋତୁର ଏହି ବୈଶିଷ୍ଟ୍ୟ ଯେମିତି ହଜିଯାଇଛି। ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଆକାଶରେ ଭସା ବାଦଲ ନାହିଁ। ଆକାଶ ନିର୍ମଳ ରହୁଛି। ରାତି କିନ୍ତୁ ଶରତ ଭଳି ଅନୁଭୂତ ହେଉଛି। ରାତି ତାପମାତ୍ରା…