CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଜାମିନ୍ ମଞ୍ଜୁର କଲେ ଦିଲ୍ଲୀ SEM କୋର୍ଟ

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଜାମିନ୍ ମଞ୍ଜୁର କଲେ ଦିଲ୍ଲୀ SEM କୋର୍ଟ । CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଜାମିନ୍ ମିଳିଛି। ଦିଲ୍ଲୀର ସ୍ପେଶାଲ୍ ଏକ୍ ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ (SEM) କୋର୍ଟ ତାଙ୍କ ଜାମିନ୍ ମଞ୍ଜୁର କରିଛନ୍ତି। ଦିଲ୍ଲୀର କନଟ୍ ପ୍ଲେସ୍ ରେ ପ୍ରସ୍ତାବିତ…

ପୁରୀରେ  ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ,ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ  ଦର୍ଶନ କରିଛନ୍ତି

ପୁରୀରେ  ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ  ।  ଆଜି ଅପରାହ୍ନରେ ସେ ପୁରୀରେ ପହଞ୍ଚିବା ପରେ ଲୋକଭବନରେ ରହିଁଥିଲେ ।  ସେଠାରୁ ସେ ସନ୍ଧ୍ୟାରେ ସପରିବାରେ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ  ଦର୍ଶନ କରିଛନ୍ତି ।  ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଜିଲ୍ଲା ଓ ଶ୍ରୀମନ୍ଦିର…

ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ , ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି

ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ ।  ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି । ମନ୍ତ୍ରିପରିଷଦର ସଦସ୍ୟ ଓ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଥିଲେ । ନୂଆ ରାଜ୍ୟପାଳଙ୍କୁ ବିମାନବନ୍ଦରରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଆସନ୍ତାକାଲି ଓଡ଼ିଶାର ରାଜ୍ୟପାଳ…

ଜାପାନ ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଗୌରବ ଆଣିଥିବା ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀ ଦଳ ନେତା ନବୀନ…

ଜାପାନ ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଗୌରବ ଆଣିଥିବା ହକି ତାରକାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନବୀନ ନିବାସ ଠାରେ ଭାରତୀୟ ପୁରୁଷ ଏବଂ ମହିଳା ହକି ଦଳର ଖେଳାଳିମାନଙ୍କୁ ଭେଟି ସେମାନଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।ଜାପାନରେ ଅନୁଷ୍ଠିତ ଏସୀୟ…

ମହାଶକ୍ତି ମା’ ଦୁର୍ଗାଙ୍କ ଆଗମନରେ ଗଗନପବନ ପ୍ରକମ୍ପିତ,ମଣ୍ଡପରେ ମହାଷଷ୍ଠୀ ପୂଜା

ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବମୁଖର ପୁରପଲ୍ଲୀ । ଆଜି ମଣ୍ଡପରେ ମହାଷଷ୍ଠୀ ପୂଜା । ମହାଶକ୍ତି ମା’ ଦୁର୍ଗାଙ୍କ ଆଗମନରେ ଗଗନପବନ ପ୍ରକମ୍ପିତ। ଆଜି ପୀଠେ ମହାସପ୍ତମୀ ପୂଜା । ଚାରିଆଡ଼େ ଭକ୍ତି, ଆଧ୍ୟାତ୍ମିକତା ଓ ଶକ୍ତି ଉପାସନାର ଅପୂର୍ବ ମାହୋଲ । ଦେବୀ ଦୁର୍ଗାଙ୍କୁ ଆବାହନ ଓ ଜାଗ୍ରତ…

କିପରି କଟିବ ଆଜିର ଦିନ

ମେଷ- କର୍ମକ୍ଷେତ୍ରରେ ଅଟକିଥିବା କାମ ଆଗକୁ ବଢ଼ିବ। ଆର୍ଥିକ ଲାଭର ସୁଯୋଗ ମିଳିବ। ପରିବାରରେ ଖୁସିର ପରିବେଶ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ଆଲୋଚନା ଶୁଭ ହେବ। ସନ୍ଧ୍ୟା ପରେ ଆତ୍ମବିଶ୍ୱାସ ବଢ଼ିବ। ନୂଆ ଦାୟିତ୍ୱ ସଫଳତାର ସହ ପୂରଣ କରିବେ। ବୃଷ- ବ୍ୟବସାୟରେ ନୂଆ ଅର୍ଡର ମିଳିପାରେ।…

ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ…

ଜାପାନରେ ଅନୁଷ୍ଠିତ ଏସିଆନ୍ ଗେମ୍‌ସ ୨୦୨୬ରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ…

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ପୂଜା ଭେଟି , ୬ ମାସର ସମ୍ମାନ ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ପୂଜା ଭେଟି ।  ୬ ମାସର ସମ୍ମାନ ରାଶି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ।  ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚ ୪ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପାଇବେ ।  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ…

ତିରଙ୍ଗା ମାର୍ଚ୍ଚ ପୂର୍ବରୁ ଅଭିଜିତ ଦୀପକେଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ

କକ୍ରୋଚ୍ ଜନତା ପାର୍ଟି (CJP) ପକ୍ଷରୁ ପ୍ରସ୍ତାବିତ ତିରଙ୍ଗା ମାର୍ଚ୍ଚ ପୂର୍ବରୁ ଅଭିଜିତ ଦୀପକେଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ । ସେ କନଟ୍ ପ୍ଲେସ୍ ଯିବାକୁ ଚେଷ୍ଟା କରୁଥିବାବେଳେ ପୋଲିସ ତାଙ୍କୁ ଅଟକାଇଥିବା ଜଣାପଡ଼ିଛି । ଏହା ପୂର୍ବରୁ ମଧ୍ୟ ଦିଲ୍ଲୀ ପୋଲିସ ତାଙ୍କ ଘରେ ପହଞ୍ଚି ତିରଙ୍ଗା…

ଶକ୍ତିଶାଳୀ ଭୂମିକମ୍ପର ଝଟକାରେ ଥରିଲା ରୁଷିଆ

ରୁଷିଆର ସୁଦୂର ପୂର୍ବରେ ଅବସ୍ଥିତ କାମଚାଟକା ଉପଦ୍ୱୀପ ଅଞ୍ଚଳରେ ଶୁକ୍ରବାର ଦିନ ଶକ୍ତିଶାଳୀ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ୭.୦ ଥିବା ସୂଚନା ମିଳିଛି । ଆମେରିକାର ଜାତୀୟ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପ୍ରଶାସନ (NOAA) ସ୍ପଷ୍ଟ କରିଛି ଯେ ଭୂମିକମ୍ପ ପରେ ସୁନାମିକୁ…