ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ବର: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର…

୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

ଲଘୁଚାପ ବର୍ତ୍ତମାନ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକା ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ସେଠାରେ ବର୍ଷା ହେବା ସହ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସଲଗ୍ନ ଜିଲ୍ଲାରେ ବର୍ଷା ଜାରିରହିଛି। ସୋମବାର ବର୍ଷାର ପ୍ରକୋପ କମିବାକୁ ଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ…

ମନେ ପଡନ୍ତି ବାପୁ ଏବଂ ଶାସ୍ତ୍ରୀ

ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧି ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ । ୧୮୬୯ ମସିହା, ଅକ୍ଟୋବର ୨  ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧି । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ…

ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼:୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ୩୪ ରକ୍ତ ନମୁନାରୁ ୯ ପଜିଟିଭ ଚିହ୍ନଟ। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪ରେ ପହଞ୍ଚିଲା। ଜିଲ୍ଲାର ସଦର ବ୍ଲକ୍‌ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ଅଧିକ ଲାଭ ପାଇବେ। ଅନ୍ତରଙ୍ଗ ବନ୍ଧୁ ଭେଟିବାକୁ ଆସିପାରନ୍ତି। ବିଦ୍ୟାର୍ଥୀ ନିଜ ପରିଶ୍ରମ ଉପରେ ଭରସା ରଖନ୍ତୁ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ବୃଷ: ନୂଆ କାରବାରରେ ନିବେଶ କରିବା ପୂର୍ବରୁ ବିଶେଷଜ୍ଞଙ୍କ ମତ ନିଶ୍ଚୟ ନିଅନ୍ତୁ। କୌଣସି ବ୍ୟାବସାୟିକ ବୈଠକରେ…