ଖଲ୍ଲିସ୍ତାନୀ ଆତଙ୍କୀଙ୍କ ସମ୍ପର୍କରେ ଥିବା ୪୩ ଅପରାଧୀଙ୍କ ତାଲିକା ଜାରି

କାନାଡାର ଆତଙ୍କୀ ଗ୍ୟାଙ୍ଗଷ୍ଟର ସହ ସଂପର୍କରେ ଥିବା ୪୩ କୁଖ୍ୟାତ ଅପରାଧୀଙ୍କ ତାଲିକା ଜାରି କରିଛି ଏନଆଇଏ। ଏଥିସହ ଭାରତରେ ଖଲ୍ଲିସ୍ତାନୀ ମୁଭମେଣ୍ଟକୁ ରୋକିବା ଲାଗି ଏନଆଇଏ ଆଉ ଏକ ବଡ଼ ପଦକ୍ଷେପ ନେଇଛି। ୱାଣ୍ଟେଡ୍ ଆତଙ୍କବାଦୀଙ୍କୁ ଧରାଇଦେଲେ ୧୦ ଲକ୍ଷ ଟଙ୍କାର କ୍ୟାସ୍ ପ୍ରାଇଜ୍ ଘୋଷଣା…

ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା

ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼,…

ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ଆଜି ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ଆସନ୍ତାକାଲି ଶେଷ ଦିବସ ଥିବାରୁ ଆଜି ପାରିତ କରିବାକୁ ପ୍ରୟାସ କରିବେ ସରକାର । ସଂସଦର ସ୍ୱତନ୍ତ୍ର ଅଧିବେଶନର ତୃତୀୟ ଦିବସରେ ଲୋକସଭାରେ ପାରିତ ହୋଇଛି ଏହି ମହିଳା ସଂରକ୍ଷଣ ବିଲ୍ । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ…

ସ୍କ୍ରବ ଟାଇଫସ୍, ପୁଣି ସୁନ୍ଦରଗଡ଼ରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍‌ । ଆଜି ପୁଣି ସୁନ୍ଦରଗଡ଼ରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ ହୋଇଥିଲେ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଁଞ୍ଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ…