ଆରମ୍ଭ ହେଲା ଉପରାଷ୍ଟ୍ରପତି ନିର୍ବାଚନ

ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନାହିଁ ବିଜୁ ଜନତା ଦଳ । ଏନଡିଏ ଓ ଇଣ୍ଡି ମେଣ୍ଟ ଠାରୁ ସମଦୂରତାର ଦ୍ବାହି ଦେଇ ଏଭଳି ନିଷ୍ପତ୍ତି ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେଥିପାଇଁ ଆଜି ବିଜେଡିର ୭ ରାଜ୍ୟସଭା ସାଂସଦ ନିଜ ଗମତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବେ ନାହିଁ।…

ଆଜି ଠୁ କ୍ରିକେଟ ଏସିଆ କପ

ମଙ୍ଗଳବାରଠାରୁ ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତାର ସପ୍ତଦଶ ସଂସ୍କରଣ ୟୁଏଇରେ ଆରମ୍ଭ ହେବ। ଉଦ୍‌ଘାଟନୀ ମୁକାବିଲାରେ ଏଠାକାର ସେଖ୍ ଜାୟେଦ୍ କ୍ରିକେଟ୍ ଷ୍ଟାଡିୟମ୍‌ରେ ଦୁଇ ଯୁବ ଓ ଉଦୀୟମାନ ଦଳ ଆଫଗାନିସ୍ତାନ ଓ ହଂକଂ ମୁହାଁମୁହିଁ ହେବେ।  ରାତି ୮ଟାରେ ମ୍ୟାଚ୍‌ ଆରମ୍ଭ ହେବ। ଉଭୟ ଦଳ ପଞ୍ଚମ…

ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା

ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ…

ପିତୃପକ୍ଷରେ କେଉଁ କାର୍ଯ୍ୟ କରିବେ କରିବେ ନାହିଁ ଜାଣନ୍ତୁ

ଶାସ୍ତ୍ର ଅନୁସାରେ ଭାଦ୍ରବ ପୂର୍ଣ୍ଣିମାରୁ ପିତୃପକ୍ଷର ଆରମ୍ଭ ହୋଇଥାଏ । ଚଳିତ ବର୍ଷ ୭ ସେପ୍ଟେମ୍ବରରେ ଆରମ୍ଭ ହୋଇଛି ପିତୃପକ୍ଷ । ୨୧ ସେପ୍ଟେମ୍ବରରେ ଏହା ଶେଷ ହେବ । ମାନ୍ୟତା ଅନୁସାରେ ଏହି ସମୟରେ ପୂର୍ବପୁରୁଷ ପୃଥିବୀ ପୃଷ୍ଠକୁ ଆସିଥାନ୍ତି । ଶ୍ରାଦ୍ଧ ଓ ତର୍ପଣ ଗ୍ରହଣ କରନ୍ତି ।…

ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା

ଚଳିତ ବର୍ଷ ମୋଦିଜୀଙ୍କ ୭୫ ତମ ଜନ୍ମଦିବକୁ ସ୍ମରଣୀୟ ରଖିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ବୃକ୍ଷଚାରା ରୋପଣଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଜେପି, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆୟୋଜନ କରାଯିବ।…

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟଦାନରୁ ବିରତ ରହିବ । ବିଜେଡି ସମଦୂରତା ରକ୍ଷାକରିବ । ଏହା କହିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ।  ଆସନ୍ତା ୯ ସେପ୍ଟେମ୍ବରରେ ଦେଶର ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭାଗନେବ ନାହିଁ। ବିଜେଡି କାହାକୁ ଭୋଟ ଦେବ, ତା’ ଉପରେ ସମସ୍ତଙ୍କ ନଜର…

ଜେଲରେ ଫର୍ଣ୍ଣିଚର ଏବଂ କାଗଜ ବ୍ୟାଗ ତିଆରି କରୁଥିଲେ – ସଞ୍ଜୁ ବାବା

ସଂଜୟ ଦତ୍ତ ନିକଟରେ ତାଙ୍କ ଘନିଷ୍ଠ ବନ୍ଧୁ ସୁନୀଲ ସେଟ୍ଟୀଙ୍କ ସହ 'ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶର୍ମା ସୋ'ରେ ନଜର ଆସିଥିଲେ। ଏହି ସମୟରେ ସଞ୍ଜୁ ବାବା ଜେଲରେ କଟିଥିବା ଦିନଗୁଡ଼ିକ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ୧୯୯୩ ମସିହାରେ ମୁମ୍ବାଇରେ ହୋଇଥିବା ବୋମା…

କାର ମୂଲ୍ୟ କମାଇଲା ହୁଣ୍ଡାଇ

ଟାଟା ମୋଟର୍ସ, ଟୟୋଟା, ରେନୋ ଏବଂ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା ପରେ ଆଜି ହୁଣ୍ଡାଇ ମୋଟର ଇଣ୍ଡିଆ ଏହାର ବିଭିନ୍ନ ମଡେଲ୍‌ ଗାଡ଼ି ମୂଲ୍ୟ ହ୍ରାସ ଘୋଷଣା କରିଛି। ଜିଏସ୍‌ଟି ସଂସ୍କାର ଦ୍ବାରା ଟିକସ ହ୍ରାସ ପାଇଛି। ଏହାର ଲାଭ ଗ୍ରାହକଙ୍କୁ ଦେବାପାଇଁ ଗାଡ଼ି କମ୍ପାନିଗୁଡ଼ିକ କାର୍‌ ଦାମ୍‌…

ପରଲୋରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ…

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ, ଛାତ୍ରାବାସ ଗୁଡ଼ିକ ଉପରେ ପୁଲିସର ରେଡ଼

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିବ କମିସନରେଟ୍ ପୁଲିସ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରିଛି । ଉତ୍କଳ ୟୁନିଭର୍ସିଟି ହଷ୍ଟେଲ ୧, ୨, ୩ ଓ ୫ ହଷ୍ଟେଲରୁ ବିଦା ହେବେ…