ଅଷ୍ଟ୍ରେଲିଆ ସିରିଜ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା

ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ବିସିସିଆଇ ଘୋଷଣା କରିଛି ଭାରତୀୟ ଦଳ ।  କେ.ଏଲ୍‌ ରାହୁଲ (ଅଧିନାୟକ), ରବୀନ୍ଦ୍ର ଜାଡେଜା (ଉପଅଧିନାୟକ), ଶୁବମନ ଗିଲ, ୠତୁରାଜ ଗାଏକ୍ୱାଡ଼, ଶ୍ରେୟଶ ଆୟର, ସୂର୍ଯ୍ୟ କୁମାର ଯାଦବ, ତିଲକ ବର୍ମା, ଇଶାନ କିଶାନ, ଶାର୍ଦ୍ଦୁଲ ଠାକୁର,…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ବିଜେଡି ସାଂସଦ ମମତା ମହାନ୍ତ

ନୂଆଦିଲ୍ଲୀ: ମୟୂରଭଞ୍ଜର ନାରୀ ନେତ୍ରୀ ତଥା ବିଜେଡି ରାଜ୍ୟସଭା ସାଂସଦ ମମତା ମହାନ୍ତ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟା ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ନାମ ଘୋଷଣା ହେବାର ପ୍ରଥମ ଦିନରେ ସେ ଗୃହ କାର୍ଯ୍ୟ ପରିଚାଳନା କରିବାର ସୌଭାଗ୍ୟ ମଧ୍ୟ ପାଇଛନ୍ତି। ପଞ୍ଚାୟତ ରାଜନୀତିରୁ ନିଜ…

ଏଲ୍‌ଆଇସି ଏଜେଣ୍ଟ ଓ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣମୂଳକ ପଦକ୍ଷେପକୁ ଅର୍ଥ ମନ୍ତ୍ରଣାଳୟର ଅନୁମୋଦନ

ଭାରତୀୟ ଜୀବନ ବୀମା ନିଗମ (ଏଲ୍ ଆଇସି) ର କର୍ମଚାରୀ ଓ ଏଜେଣ୍ଟମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣକାରୀ ପଦକ୍ଷେପକୁ ଅର୍ଥ ମନ୍ତ୍ରଣାଳୟ ଅନୁମୋଦନ ଦେଇ କହିଛି, ସମ୍ପୃକ୍ତ କର୍ମଚାରୀ ଓ ଏଜେଣ୍ଟମାନେ ପାଉଥିବା ସୁବିଧା ସୁଯୋଗର ସଂଶୋଧନ କରାଯାଇଛି । ଏଥିରେ ଏଲ୍‌ଆଇସି କର୍ମଚାରୀ ଓ…

“ଜି-୨୦ କାଳରେ ଭାରତ ବିଶ୍ବମିତ୍ର ଭାବେ ଉଭା ହୋଇଛି”

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ସଂସଦର ସ୍ବତନ୍ତ୍ର ଅଧିବେଶନ ଅବସରରେ ଲୋକସଭାରେ  ଉଦବୋଧନ ଦେଇ  କହିଥିଲେ ଯେ ଆଜି ସଂସଦୀୟ ଯାତ୍ରାର ୭୫ ବର୍ଷର ସ୍ମୃତି ରୋମନ୍ଥନର କ୍ଷଣ। ପୁରୁଣା ସଂସଦ ଭବନକୁ ନେଇ ପ୍ରଧାନମନ୍ତ୍ରୀ କହିଥିଲେ, ଏହା ଭାରତର ସ୍ବାଧୀନତା ପୂର୍ବରୁ ରାଜକୀୟ ଆଇନ ପ୍ରଣୟନ ପରିଷଦ…

ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର: ଦୀର୍ଘ ୧୦ ଦିନ ଧରି ଚାଲିଥିବା ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନକୁ ଆଜି ସ୍ଥଗିତ ରଖାଯାଇଛି | କିଛିଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବାକୁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି | ଆନ୍ଦୋଳନ ସ୍ଥଗିତ ନେଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଘୋଷଣା କରାଯାଇଛି | ଉଲ୍ଲେଖ…

ମହିଳାଙ୍କୁ ମିଳିବ ୩୩% ସଂରକ୍ଷଣ

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆସିବ ମହିଳା ସଂରକ୍ଷଣ ବିଲ୍‌। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲା। ଏହି ବୈଠକରେ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍‌କୁ ଅନୁମୋଦନ ମିଳିଛି।…

ଶିକ୍ଷୟତ୍ରୀ ଓ ଦୁଇ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ

ଗଞ୍ଜାମ :  ଶେରଗଡ଼ ଗ୍ରାମରେ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ସାବିତ୍ରୀ ସାହୁ ଓ ତାଙ୍କର ଦୁଇ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି। ଶିକ୍ଷୟତ୍ରୀ ଜଣକ ବାଇପାସ ସ୍ଥିତ ଏକ ଭଡ଼ାଘରେ ରହୁଥିଲେ। ସକାଳୁ ସାବିତ୍ରୀ ଓ ତାଙ୍କର ଦୁଇ ପୁଅଙ୍କୁ ଅଚେତ ଅବସ୍ଥାରେ ଶେରଗଡ଼ ଗୋଷ୍ଠୀ…