ଜେଲରେ ଫର୍ଣ୍ଣିଚର ଏବଂ କାଗଜ ବ୍ୟାଗ ତିଆରି କରୁଥିଲେ – ସଞ୍ଜୁ ବାବା

ସଂଜୟ ଦତ୍ତ ନିକଟରେ ତାଙ୍କ ଘନିଷ୍ଠ ବନ୍ଧୁ ସୁନୀଲ ସେଟ୍ଟୀଙ୍କ ସହ 'ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶର୍ମା ସୋ'ରେ ନଜର ଆସିଥିଲେ। ଏହି ସମୟରେ ସଞ୍ଜୁ ବାବା ଜେଲରେ କଟିଥିବା ଦିନଗୁଡ଼ିକ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ୧୯୯୩ ମସିହାରେ ମୁମ୍ବାଇରେ ହୋଇଥିବା ବୋମା…

କାର ମୂଲ୍ୟ କମାଇଲା ହୁଣ୍ଡାଇ

ଟାଟା ମୋଟର୍ସ, ଟୟୋଟା, ରେନୋ ଏବଂ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା ପରେ ଆଜି ହୁଣ୍ଡାଇ ମୋଟର ଇଣ୍ଡିଆ ଏହାର ବିଭିନ୍ନ ମଡେଲ୍‌ ଗାଡ଼ି ମୂଲ୍ୟ ହ୍ରାସ ଘୋଷଣା କରିଛି। ଜିଏସ୍‌ଟି ସଂସ୍କାର ଦ୍ବାରା ଟିକସ ହ୍ରାସ ପାଇଛି। ଏହାର ଲାଭ ଗ୍ରାହକଙ୍କୁ ଦେବାପାଇଁ ଗାଡ଼ି କମ୍ପାନିଗୁଡ଼ିକ କାର୍‌ ଦାମ୍‌…

ପରଲୋରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ…

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ, ଛାତ୍ରାବାସ ଗୁଡ଼ିକ ଉପରେ ପୁଲିସର ରେଡ଼

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିବ କମିସନରେଟ୍ ପୁଲିସ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରିଛି । ଉତ୍କଳ ୟୁନିଭର୍ସିଟି ହଷ୍ଟେଲ ୧, ୨, ୩ ଓ ୫ ହଷ୍ଟେଲରୁ ବିଦା ହେବେ…

ଆଜି ଠୁ ପିତୃପକ୍ଷ ଆରମ୍ଭ

ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ,…

ଫାଇନାଲ୍‌ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇଲା ଭାରତ

ଭାରତୀୟ ହକି ଦଳ ଫାଇନାଲରେ ସାଉଥ କୋରିଆକୁ ପରାସ୍ତ କରିଛି ।  ଆସନ୍ତାବର୍ଷର ଏଫ‌୍ଆଇଏଚ୍ ପୁରୁଷ ହକି ବିଶ୍ବକପ୍‌ ଟିକେଟ୍ ଅର୍ଜନ କରିନେଇଛି। ରବିବାର ରାତିରେ ଖେଳାଯାଇଥିବା ଫାଇନାଲ୍‌ରେ ଅପ୍ରତିଦ୍ବନ୍ଦ୍ବୀ ଭାରତ ୪-୧ ଗୋଲ୍‌ରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ପରାସ୍ତ କରି…

ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ

ନବୀନ ଆଉ ପାଣ୍ଡିଆନଙ୍କୁ  ଟାର୍ଗେଟ କଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ । କହିଲେ ଆମେ ଯାହାକୁ ଅନ୍ଧଭାବେ ଭଲ ପାଇ ଶାସନ କରିବାକୁ କ୍ଷମତା ଦେଲୁ ସେ ରାଜ୍ୟ ପାଇଁ କରିଲେ କଣ । ନବୀନ ବାବୁ 24 ବର୍ଷ ଶାସନ କଲେ । ଓଡ଼ିଶା ପାଇଲା କଣ । ଆମେ ଅନ୍ୟକୁ ଦୋଷ ଦେବା ଜାଣୁ । ପ୍ରକୃତ ଦୋଷୀ ଆଉ ଜଣେ । ଆଉ…

ରାଜ୍ୟରେ ପୁଣି ବଢିବ ବର୍ଷା

ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍‌ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ…

ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ

ବିଜେଡି କାହାକୁ ଦେବ ଭୋଟ । ସ୍ପଷ୍ଟ କଲେନି ନବୀନ । ଦିଲ୍ଲୀରେ ଏନେଇ କରିବେ ଘୋଷଣା । ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସାରା ଦେଶରେ ରାଜନୈତିକ ଗତିବିଧି ଜୋରଦାର ହୋଇଛି। ଓଡ଼ିଶାରେ ମଧ୍ୟ ରାଜନୀତି ସରଗରମ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ରାଶିଫଳ : ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନେବେ

ଅଦ୍ୟ ସେପ୍ଟେମ୍ବର ମାସ ୦୮ ତାରିଖ ୨୦୨୫ ମସିହା (ସୋମବାର) ଶକାବ୍ଦ -୧୯୪୭ ସମ୍ବତ -୨୦୮୨ ଦିଲ୍ଲୀସ୍ୱରାଦ୍ଧ-୧୪୩୩ ସମ୍ବତ୍ସର-ସିଦ୍ଧାର୍ଥ ଆଶ୍ୱିନମାସ- କୃଷ୍ଣପକ୍ଷ ତିଥି- ପ୍ରତିପଦ ରାତ୍ରି ଘ୦୯/୧୭ ଗତେ ଦ୍ଵିତୀୟା ନକ୍ଷତ୍ର- ପୂର୍ବଭାଦ୍ର ରାତ୍ରି ଘ୦୮/୪୫ ଗତେ ଉତ୍ତରଭାଦ୍ର ଚନ୍ଦ୍ର-…