ଚଳିତ ବର୍ଷ ହେବନାହିଁ ଛାତ୍ର ସଂସଦ ନିର୍ବାଚନ!
ଭୁବନେଶ୍ବର: ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ୨୦୨୩-୨୪…