ପ୍ରତିରକ୍ଷା ମନ୍ତ୍ରୀଙ୍କୁ ବହିଷ୍କାର କଲେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି
ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ବହିଷ୍କାର କଲେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି । ଜାତି ଉଦ୍ଦେଶ୍ୟରେ ଭାଷଣ ଦେଇ ପ୍ରତିରକ୍ଷା ମନ୍ତ୍ରୀ ଓଲେକ୍ସି ରେଜିନକୋଭଙ୍କୁ ବହିଷ୍କାର କରାଯାଇଛି ବୋଲି ସୂଚନା ଦେଇଛନ୍ତି ଜେଲେନସ୍କି । ତାଙ୍କ ସ୍ଥାନରେ ରୁସ୍ତମ ଉମରୋଭଙ୍କୁ ନିଯୁକ୍ତି ଦିଆଯାଇଛି…