ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ

ଶନିବାର ଉତକ୍ଷେପଣ ହେବ ଆଦିତ୍ୟ-L1 । ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ ।  ଆଦିତ୍ୟ-L1 ଆସନ୍ତା ଶନିବାର ଦିନ ୧୧ଟା ୫୦ ରେ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ ହେବାକୁ ଥିବା ବେଳେ, ଗତରାତିରେ ୨ ନମ୍ବର ଲଞ୍ଚପ୍ୟାଡକୁ ନିଆଯାଇଛି ଏହି ବିଶାଳ ରକେଟ୍ । …

ସୂର୍ଯ୍ୟ ମିଶନର ଫଟୋ ଜାରି କଲା ଇସ୍ରୋ,ସବୁଠି ଉତ୍ସାହ

ଶ୍ରୀହରିକୋଟା: ସୂର୍ଯ୍ୟ ମିଶନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି । ଟ୍ବିଟର ପେଜରେ ଇସ୍ରୋ ପୋଷ୍ଟ କରିଛି ଏହାର ପ୍ରଥ ଫଟୋ । ଆସନ୍ତା ୨ ତାରିଖରେ ଲଞ୍ଚିଂ ଥିବା ବେଳେ ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଦିନ ୧୧ଟା ୫୦ରେ…

ଅଶାନ୍ତ ହୋଇଛି ମଣିପୁର ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ

ମଣିପୁର: ଅଶାନ୍ତ ହୋଇଛି ମଣିପୁର । ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ହୋଇଛି ଗୁଳିମାଡ଼ । ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ନରଣସୈନା ଗାଁର କିଛି ଚାଷୀ ଜମିରେ କାମ କରୁଥିବା ବେଳେ ହଠାତ୍ ୭ ଜଣ…

କେତେବେଳେ ରାକ୍ଷୀ ବାନ୍ଧିଲେ ଶୁଭ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜ୍ୟୋତିଷ ଶାସ୍ତ୍ର ଅନୁସାରେ କାଲି ଶ୍ରୀମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳନ ହେବ ।  ଶ୍ରୀମନ୍ଦିର ରୀତିନୀତି ସ୍ୱତନ୍ତ୍ର ହୋଇଥିବାରୁ କାଲି ସୂର୍ଯ୍ୟ ଉଦୟ ପରେ ପୂର୍ଣ୍ଣମୀ ତିଥି ରହିଥିବାରୁ  ମହାପ୍ରଭୁଙ୍କର ରକ୍ଷାବନ୍ଧନ ନୀତି ସମ୍ପନ୍ନ ହେବ । ତେବେ…

ଆଜିର ରାଶିଫଳ

ମେଷ: ଆପଣଙ୍କ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ବନ୍ଧୁଙ୍କ ପରାମର୍ଶ ନେବା ଲାଭପ୍ରଦ ହେବ। ରାଜନେତା ସମାରୋହକୁ ଯିବାର ମଉକା ପାଇବେ। ‌ ବୃଷ: ଧର୍ମକାର୍ଯ୍ୟରେ ମନ ଲାଗିବ। ଅଫିସ କାମରେ ଦୂର ସ୍ଥାନକୁ ଯାଇପାରନ୍ତି। ପରିବାରରେ ସବୁ ଲୋକ ଆପଣଙ୍କ ଉପରେ ଖୁସି ରହିବେ।…

ମଲ୍ଲିକାର୍ଜୁନ ଖଡ଼ଗେ ହୋଇପାରନ୍ତି ଇଣ୍ଡିଆ ମେଣ୍ଟର ସଂଯୋଜକ

ଲୋକସଭା ନିର୍ବାଚନରେ ​​ବିଜେପିକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ୨୬ଟି ଦଳ  ଇଣ୍ଡିଆନ ନ୍ୟାସନାଲ ଡେମୋକ୍ରାଟିକ ଇନ୍କଲୁସିଭ ଆଲାଏନ୍ସ (ଇଣ୍ଡିଆ) ଗଠନ କରିଛନ୍ତି | ବିରୋଧୀ ଦଳର ପ୍ରଥମ ବୈଠକ ୨୩ ଜୁନ୍ ଦିନ ପାଟନାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ଚନ୍ଦ୍ରରେ ସଲଫର ସହ ଅକସିଜେନ ରହିଛି

ଚନ୍ଦ୍ରର ଦକ୍ଷିଣ ମେରୁରେ ବିଚରଣ କରୁଥିବା ରୋଭର ପ୍ରଜ୍ଞାନ ସଲଫର ସହିତ ଆଲୁମିନିୟମ, କ୍ୟାଲସିୟମ, ଫେରସ, କ୍ରୋମିୟମ, ଟିଟାନିୟମ, ମାଙ୍ଗାନିଜ, ସିଲିକନ ଓ ଅକ୍ସିଜେନର ସନ୍ଧାନ କରିଛି । ରୋଭର ପ୍ରଜ୍ଞାନରେ ଲାଗିଥିବା LIBS ନାମକ ଏକ ଯନ୍ତ୍ର ଏହା ସ୍ପଷ୍ଟ କରିଛି । ଚନ୍ଦ୍ରରେ ହାଇଡ୍ରୋଜେନ୍‌…

ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା

ରାସନ କାର୍ଡରେ ନାଁ ନଥିଲେ ମଧ୍ୟ ଚିକିତ୍ସାରୁ ବଞ୍ଚିତ ହେବେନି ୫ରୁ ୧୮ ବର୍ଷର ପିଲା  । ବିଏସକେଓ୍ବାଇ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ଛୋଟ ପିଲାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ୫ରୁ ୧୮ ବର୍ଷର ପିଲାଙ୍କୁ ମିଳିବ ବଡ଼ ଫାଇଦା । ରାସନ କାର୍ଡରେ ନାଁ ନଥିଲେ ବି ସେମାନେ…

ଖାଉଟିଙ୍କୁ ଆଶ୍ବସ୍ତି, ୨ଶହ ଟଙ୍କା କମିବ ଗ୍ୟାସ୍ ଦର

ଦେଶରେ ଦରବୃଦ୍ଧିକୁ ନେଇ ସାଧାରଣ ଲୋକ  ଚିନ୍ତାରେ ଥିବାବେଳେ ମୋଦୀ ସରକାର ରାକ୍ଷୀପୂର୍ଣ୍ଣିମା ଅବସରରେ ଏଲପିଜି ଉପଭୋକ୍ତାଙ୍କୁ ଉପହାର ଦେବାକୁ ଯାଉଛନ୍ତି। ମହଙ୍ଗା ଏଲପିଜି ସିଲିଣ୍ଡରକୁ ନେଇ ବିରୋଧୀଙ୍କ କ୍ରମାଗତ ଟାର୍ଗେଟ ସହ ଆଗାମୀ ଦିନରେ କିଛି ରାଜ୍ୟରେ ହେବାକୁ ଥିବା ବିଧାନସଭା…

ଭାରତ ଫେରିଲେ ଜାଭେଲିନ୍ ଷ୍ଟାର ଓଡ଼ିଆ ପୁଅ କିଶୋର ଜେନା

ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ପ୍ରଥମ ଓଡିଆ ଭାବେ ରାଜ୍ୟକୁ ପ୍ରତିନିଧିତ୍ବ କରିଥିଲେ କିଶୋର । ଫାଇନାଲରେ ପହଞ୍ଚି ନିଜର ଦମଦାର ପ୍ରଦର୍ଶନ ବଳରେ ପଞ୍ଚମ ସ୍ଥାନ ହାସଲ କରିଥିଲେ । ଭାରତ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିଶୋର  । ସେ କହିଛନ୍ତି…