ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି…