୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ – ମୁଖ୍ୟମନ୍ତ୍ରୀ

ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।  ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫…

ସରକାରୀ ଅଫିସରେ BSNL ନେଟ୍‌ଓ୍ବର୍କ ବାଧ୍ୟତାମୂଳକ

ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍‌ଓ୍ବର୍କ ବାଧ୍ୟତାମୂଳକ।  ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍‌ ବ୍ୟବହାର ହେବ। BSNL ବ୍ରଡ୍‌ବ୍ୟାଣ୍ଡ୍‌, ଲ୍ୟାଣ୍ଡଲାଇନ୍‌, ଲିଜ ଲାଇନ ସେବା ବ୍ୟବହାର ହେବ। ଏନେଇ ଇଲେକ୍ଟ୍ରୋନିକ୍ସ…

ବିଳମ୍ବିତ ରାତିରେ ଖାଇବା ଶରୀର ଉପରେ ଅନାବଶ୍ୟକ ଚାପ ପକାଇଥାଏ

ଆଜିକାଲିର ବ୍ୟସ୍ତବହୁଳ ଜୀବନଶୈଳୀରେ, ବିଳମ୍ବିତ ରାତିରେ ରାତ୍ରୀଭୋଜନ କରିବା ଏକ ସାଧାରଣ ଅଭ୍ୟାସରେ ପରିଣତ ହୋଇଛି । କାମର ଚାପ, ଲମ୍ବା ଶିଫ୍ଟ କିମ୍ବା ଅନିୟମିତ ରୁଟିନ୍ ଯୋଗୁଁ ଲୋକମାନେ ପ୍ରାୟତଃ ରାତିରେ ରାତ୍ରୀଭୋଜନ କରନ୍ତି । ଏହି ଅଭ୍ୟାସ ଆମ ସ୍ୱାସ୍ଥ୍ୟ ଉପରେ ଗମ୍ଭୀର ନକାରାତ୍ମକ…

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍‌ଆଉଟ୍‌ ସର୍କୁଲାର ନୋଟିସ୍‌ ଜାରି

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍‌ଆଉଟ୍‌ ସର୍କୁଲାର ନୋଟିସ୍‌ (LOC) ଜାରି କରାଯାଇଛି। ୬୦ କୋଟି ଟଙ୍କା ଠକେଇ ମାମଲାରେ ଶିଳ୍ପାଙ୍କୁ ଏହି ନୋଟିସ୍‌ ହୋଇଛି। ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଶିଳ୍ପାଙ୍କୁ ଲୁକ୍‌ଆଉଟ ସର୍କୁଲାର ନୋଟିସ୍‌ ଜାରି କରିଛି ମୁମ୍ବାଇ ପୋଲିସ।ଜଣେ…

ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ଘୋଷଣା କଲେ ଲେଗ୍‌ସ୍ପିନର ଅମିତ ମିଶ୍ରା

ଭେଟେରାନ୍ ଭାରତୀୟ ଲେଗ୍‌ସ୍ପିନର ଅମିତ ମିଶ୍ରା ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଫଳରେ ତାଙ୍କ ଦୁଇ ଦଶନ୍ଧିରୁ ଅଧିକ ସମୟ ବ୍ୟାପ୍ତ ଘଟଣା ବହୁଳ କ୍ୟାରିୟରରେ ଯବନିକା ପଡ଼ିଛି। ୪୨ବର୍ଷୀୟ ମିଶ୍ରା ଶେଷ ଥର ପାଇଁ ୨୦୧୭ ମସିହାରେ ଭାରତୀୟ ଦଳ ପକ୍ଷରୁ ଖେଳିଥିଲେ। ତେବେ ୨୦୨୪…

ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଶିକ୍ଷକମାନଙ୍କର ମନର ଯତ୍ନ ପାଇଁ ସମର୍ପଣ ଏକ ଦୃଢ଼ ଏବଂ ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆ। "ଆମେ ଡକ୍ଟର ଏସ. ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀରେ ତାଙ୍କ ଜୀବନ ଏବଂ ଚିନ୍ତାଧାରା…

ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଦୁଗ୍ଧ ଚାଷୀ ଏବଂ ଗ୍ରାମୀଣ ଅର୍ଥବ୍ୟବସ୍ଥା ପ୍ରତି ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପୁନରୁଚ୍ଚାରଣ କରି, ପୁଷ୍ଟି ସୁରକ୍ଷା ସୁନିଶ୍ଚିତ କରିବା ଓ ସମାବେଶୀ ବିକାଶକୁ ଅଗ୍ରସର କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର…

ଗୁରୁ ହିଁ ସାକ୍ଷାତ ଈଶ୍ବର

ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର; ଗୁରୁ ସାକ୍ଷାତ୍ ପରମ୍ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ । ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଭାରତରେ ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ (ସେପ୍ଟେମ୍ବର ୫)…

୪ଦିନ ବିଜୁଳି ଘଡ଼ଘଡି ସହ ବର୍ଷା ,ସତର୍କତା ଜାରି କଲା ବିଭାଗ

ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ…

ଆଜିର ରାଶିଫଳ

ମେଷ:-କାରବାର ସମ୍ବନ୍ଧୀୟ କାମରେ ଦୂରସ୍ଥାନକୁ ଯିବାର ଯୋଗ ଅଛି। ବନ୍ଧୁଙ୍କୁ କୌଣସି ସମସ୍ୟା କହିବେ। କାମ ସଂପୂର୍ଣ୍ଣ କରିବାରେ ସଫଳ ହେବେ। ଜରୁରୀ ଜିନିଷ କେଉଁଠି ରଖି ଦେଇ ପାସୋରି ଯିବେ। ‌ ବୃଷ:-ମାତା ପିତାଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିରକୁ ଯିବେ। ଜୀବନସାଥୀ ସହିତ…