ଆମେରିକା ପରେ ମାଲେସିଆରେ ଇସ୍କନ କରିବ ରଥଯାତ୍ରା
ପୁଣି ଥରେ ଇସ୍କନର ମନମାନି । ଆମେରିକା ପରେ ମାଲେସିଆରେ କରିବ ରଥଯାତ୍ରା । ଆସନ୍ତା ୨୩ ତାରିଖରେ ରଥଯାତ୍ରା ନେଇ ବିଜ୍ଞାପନ ଦିଆଯାଇଛି । ଏହାକୁ ତୀବ୍ର ନିନ୍ଦା କରିଛନ୍ତି ଶ୍ରୀଜଗନ୍ନାଥ ପ୍ରେମୀ । ଅଦିନିଆ ରଥଯାତ୍ରା ବନ୍ଦ କରିବା ପାଇଁ ମାଲେସିଆ ହାଇକମିଶନରଙ୍କୁ ଚିଠି ଲେଖିଛି ପୁରୀ ଭଏସ…