ଭାରତ-ଆୟର୍ଲାଣ୍ଡ ଶେଷ ଟି-ଟ୍ବେଣ୍ଟି

ଆଜି ଭାରତ-ଆୟର୍ଲାଣ୍ଡ ଶେଷ ଟି-ଟ୍ବେଣ୍ଟି ସନ୍ଧ୍ୟା ସାଢେ ୭ଟାରେ ମ୍ୟାଚ୍ ଅନୁଷ୍ଠିତ ହେବ । ତିନି ଟିକିଆ ସିରିଜରେ ପ୍ରଥମ ଦୁଇଟି ମ୍ୟାଚ ସହିତ ସିରିଜ ଜିତିସାରିଛି ଟିମ ଇଣ୍ଡିଆ । ଆଜିର ମ୍ୟାଚ ଜିତି ସିରିଜ କ୍ଲିନ ସୁଇପ୍ ଲକ୍ଷ୍ୟରେ ରହିଛି ଭାରତ । ପ୍ରଥମ ମ୍ୟାଚରେ ଡିଏଲଏସ ନିୟମ ଆଧାରରେ…

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।  ରାଜ୍ୟର…

ଆଜି ଚନ୍ଦ୍ରରେ ପହଞ୍ଚିବ ଚନ୍ଦ୍ରଯାନ-୩

ପୁରୀ: ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୩ ।  ମହାକାଶଯାନକୁ ଚନ୍ଦ୍ରର କ୍ଷୀଣ ମାଧ୍ୟାକର୍ଷଣ ସହ ସନ୍ତୁଳନ ରକ୍ଷା କରି କକ୍ଷପଥରୁ ଧୀରେ ଖସିବାକୁ ପଡିବ ଏବଂ ଶେଷରେ ନିରାପଦରେ ଅବତରଣ କରିବାକୁ ପଡିବ। ଲ୍ୟାଣ୍ଡର ଏବଂ ରୋଭର କାର୍ଯ୍ୟ ଠିକ ଚାଲିଲେ ସଫଳତା ମିଳିବ । …

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…

ଆଜିର ରାଶିଫଳ

ମେଷ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ କାମ ହାସଲ ସକାଶେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ପରିବାରରେ…

ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ଓ ବ୍ରାଞ୍ଚ ମ୍ୟାନେଜରଙ୍କୁ ୫ବର୍ଷର ଜେଲଦଣ୍ଡ

ବାଲେଶ୍ଵର: ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ବିଚିତ୍ରାନନ୍ଦ ଦାସ ଓ ବାଲେଶ୍ଵର ଶାଖାର ମ୍ୟାନେଜର ବାସୁଦେବ ସାମଲଙ୍କୁ ୫ ବର୍ଷ ଲେଖାଏଁ ଦଣ୍ଡାଦେଶ ପ୍ରଦାନ କରିଛନ୍ତି ମାନ୍ୟବର ବାଲେଶ୍ଵର ସ୍ୱତନ୍ତ୍ର ଓପିଆଇଡି କୋର୍ଟର ଜଜ ବିଶ୍ୱଜିତ ଦାସ। ଉଭୟଙ୍କୁ ୨ ଲକ୍ଷ ୪୦…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ  । ଆସନ୍ତା ଅକ୍ଟୋବର ମାସରେ ନିର୍ମାଣାଧୀନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାମ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି । ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ଶେଷ ହେଲେ ଭକ୍ତଙ୍କୁ ଶ୍ରୀମନ୍ଦିରର ମେଘନାଦ ପାଚେରୀ ବାହାରେ…

ଚନ୍ଦ୍ରଯାନ-୩ ଅବତରଣ ନିଶ୍ଚୟ ସଫଳ ହେବ: ଭାରତୀୟ ବୈଜ୍ଞାନିକ

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୩ ଅବତରଣ ନିଶ୍ଚୟ ସଫଳ ହେବ  । ଏହା କହିଛନ୍ତି ଭାରତୀୟ ବୈଜ୍ଞାନିକ । ଆସନ୍ତା ୨୩ ତାରିଖ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ  । ଚାରିଆଡେ ଚାଲିଛି ହୋମ ଯଜ୍ଞ । ଏହି ଅଭିଯାନ ନିଶ୍ଚୟ ସଫଳ ହେବ ବୋଲି ବୈଜ୍ଞାନିକମାନେ ଦୃଢ଼ ଆଶା ପୋଷଣ…

ଆଜିଠାରୁ ଜୋହନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀ

ନୂଆଦିଲ୍ଲୀ: ଆଜିଠାରୁ ସାଉଥ ଆଫ୍ରିକାର ଜୋହନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହେଉଛି  । ବ୍ରାଜିଲ, ଋଷ, ଭାରତ, ଚୀନ ଓ ସାଉଥ ଆଫ୍ରିକାର ନେତୃବୃନ୍ଦ ଏଥିରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାକୁ ଗସ୍ତ କରିଛନ୍ତି ।  ସମ୍ମିଳନୀରେ ବିଭିନ୍ନ ରାଷ୍ଟ୍ର ମଧ୍ୟରେ ବହୁ…

ଆଜିର ରାଶିଫଳ

ମେଷ ଅଭାବ ଅସୁବିଧା ପୂରଣ ଦିଗରେ ଅନ୍ୟମାନଙ୍କୁ ନେହୁରାହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ…