ମାଷ୍ଟର କ୍ୟାଣ୍ଟିନ୍ରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ
ରକ୍ତରଞ୍ଜିତ ହେଲା ରାଜଧାନୀ। ମାଷ୍ଟର କ୍ୟାଣ୍ଟିନ୍ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଯୁବକଙ୍କ ଛାତି ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଯୁବକଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରିଛି କ୍ୟାପିଟାଲ ଥାନା ପୋଲିସ। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ…