ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି  । OPSC ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା  । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି  ।୧୮ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST…

ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ ସମ୍ପନ୍ନ

ଆନନ୍ଦପୁର: ନକ୍ସଲ ଗୁଳିରେ ସହିଦ୍ ହୋଇଥିବା ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯାଇଛି ଅନ୍ତିମ ସଂସ୍କାର।  ସହିଦ୍ ଯବାନଙ୍କ ମରଶରୀର ରାଞ୍ଚିରୁ କେନ୍ଦୁଝର ଦେଇ ସଡ଼କ ପଥରେ ଆସିବା ପରେ ପୂର୍ବାହ୍ନ ସାଢେ ନଅଟାରେ…

ଚନ୍ଦ୍ରକୁ ଲୁନା-୨୫ ଉତ୍‌‌କ୍ଷେପଣ କଲା ରୁଷ୍‌

ମସ୍କୋ: ଋଷ ପୁଣି ଚନ୍ଦ୍ରକୁ ତାର ମହାକାଶ ଯାନ ଜୟଯାତ୍ରା ଆରମ୍ଭ କରିଛି । କିଛି ଦଶନ୍ଧି ନିରବ ରହିବା ପରେ ପୁଣି ଚନ୍ଦ୍ର ମିଶନ ଆରମ୍ଭ କରିଛି ଋଷ । ଚନ୍ଦ୍ରପୃଷ୍ଠକୁ ଦୀର୍ଘ ୪୭ ବର୍ଷ ପରେ ରୁଷ୍‌ ପୁଣି ମହାକାଶ ଯାନ ପ୍ରେରଣ କରିଛି। ଭୋଷ୍ଟୋଚିନି କସମୋଡ୍ରମରୁ ମହାକାଶ ଯାନ ସୋୟୁଜ ୨.୧…

ପୁଣି ଧାରଣାରେ ଦୀପିକା

ବ୍ରହ୍ମପୁର: ନିଜର ହକ ପାଇଁ  କେ. ଦୀପିକା ପୁଣିଥରେ ଦେଶୀବେହେରା ସାହିସ୍ଥିତ କେ. ଦିନେଶଙ୍କ ଘର ବାରଣ୍ଡାରେ ଧାରଣା ଆରମ୍ଭ କରିଛନ୍ତି। ଜନ୍ମିତ ପୁଅକୁ ବାପାର ଅଧିକାର ଏବଂ ତାଙ୍କୁ ପତ୍ନୀର ମାନ୍ୟତା ଦାବି କରି ଦୀପିକା ଏହି ଧାରଣା ଦେଇଥିବା କହିଛନ୍ତି। ଗତ ୩ଦିନ ଧରି ସେ ଦିନେଶଙ୍କ ଘର…

ଆଜି ବିଶ୍ବହାତୀ ଦିବସ: ହାତୀ ସୁରକ୍ଷା ଚିନ୍ତା

ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖକୁ ‘ବିଶ୍ବ ହସ୍ତୀ ଦିବସ ଭାବେ’ ପାଳନ କରାଯାଉଛି। ଏହିଦିନ ହାତୀଙ୍କ ସୁରକ୍ଷା ଲାଗି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଏ। ୨୦୧୨ରୁ ଏହି ଦିବସ ପାଳନ ଆରମ୍ଭ ହୋଇଛି। ରିପୋର୍ଟ…

ଆଜିର ରାଶିଫଳ

ମେଷ ଆଜି ଅ-ନାମାକ୍ଷର ବ୍ୟକ୍ତିଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ,…

ଜାପାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ : ୨୦୨୧ ଏସିଆନ୍ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ  ଜାପାନକୁ ୫-୦ରେ ପରାସ୍ତ କରି ଏସୀୟ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଭାରତ । ଫାଇନାଲରେ ଭାରତ ମାଲେସିଆକୁ ଭେଟିବ । ଭାରତ ପକ୍ଷରୁ ପ୍ରଥମ ଗୋଲ ଆକାଶଦୀପ ସିଂ କରିଥିବାବେଳେ ୨ୟ ଗୋଲ ଅଧିନାୟକ ହରମନପ୍ରୀତ ସିଂ…

ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପିଜି ଓ ପିଏଚଡି ପାଇଁ ନାମଲେଖା

ଖୁବଶୀଘ୍ର ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପାଠପଢ଼ା । ସିଲାବସ୍ କମିଟି ବୈଠକରେ ଏନେଇ ନିଆଯିବ ନିଷ୍ପତି । ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଓ ପ୍ରାୟୋଗିକ ଭାଷା ଓ ଆଞ୍ଚଳିକ, ଆଦିବାସୀ ଭାଷା ଓ ଐତିହ ଭଳି ତିନୋଟି ବିଭାଗରେ ୨୪ଟି ଲେଖାଏଁ ସିଟ୍ ରହିବ । ଉଭୟ ପିଜି ଓ…

ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା । ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ ନିଆଯିବ । ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷ (ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ…

ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ସଂସଦରେ ଅନାସ୍ଥା ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ୨ ଘଣ୍ଟା ୧୩ ମିନିଟ ଭାଷଣରେ ମାତ୍ର ଦୁଇ ମିନିଟ ମଣିପୁର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିରୁ ସ୍ପଷ୍ଟ ଯେ ମଣିପୁରର ସ୍ଥିତି କଣ ସେ…