ଚନ୍ଦ୍ରର କକ୍ଷ ପଥରେ ପ୍ରବେଶ କଲା ଚନ୍ଦ୍ରଯାନ-୩

ଶ୍ରୀହରିକୋଟା : ଚନ୍ଦ୍ର କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରଯାନ-୩ । ଏବେ ଚନ୍ଦ୍ରଯାନ-୩ ଚନ୍ଦ୍ରର ଚାରିପାଖେ ୧୬୬କିମିX୧୮୦୫୪ କିଲୋମିଟରର ଅଣ୍ଡାକାର କକ୍ଷପଥରେ ଘୂରିବ । ଇସ୍ରୋ ଚନ୍ଦ୍ରୟାନ-୩କୁ ଚନ୍ଦ୍ରର କକ୍ଷପଥକୁ ଧରିବା ପାଇଁ ପ୍ରାୟ ୨୦ରୁ ୨୫ ମିନିଟ ପର୍ଯ୍ୟନ୍ତ ଥ୍ରଷ୍ଟର୍ସ ଅନ୍ ରଖିଥିଲା ।…

ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି

ଭୁବନେଶ୍ବର: ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି । ହୀରାକୁଦକୁ ଜଳ ପ୍ରବାହ କମିଛି । ୫ଲକ୍ଷ କ୍ୟୁସେକ୍ ଥିଲା, ତାହା କମିଛି । ହୀରାକୁଦ ଜଳଭଣ୍ଡାରର ଆଉ ୫ ଗେଟ୍ ଖୋଲିଛି । ଜଳସ୍ତର ଏବେ ୬୨୦.୫୮ ଫୁଟ ରହିଛି । ୧୭ ଗେଟ ଖୋଲା ଅଛି ।ବାମପଟୁ ୧୧, ଦକ୍ଷିଣ ପଟୁ ୬ଟି ଗେଟ୍ ଦେଇ ବନ୍ୟାଜଳ…

ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ବର ପାଇବ ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା

କୋରାପୁଟ : ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା ପାଇବ ଗୁପ୍ତେଶ୍ବର । ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଶୈବପୀଠକୁ ମିଳିବ ନୂଆ ପରିଚୟ । ମହାଦେବଙ୍କ ଆରାଧନା ସହ ମିଳିବ ପର୍ଯ୍ୟଟନର ମଜା । କୋରାପୁଟ ଜିଲ୍ଲାର ବୈପାରିଗୁଡା ବ୍ଲକ ଅନ୍ତର୍ଗତ ହଳଦିକୁଣ୍ଡ ପଞ୍ଚାୟତରେ ଅବସ୍ଥିତ ଗୁପ୍ତେଶ୍ବର ପୀଠର…

ଲୋକସେବା ଭବନରେ ଏକାଠି ଅମିତ ଶାହ-ନବୀନ

ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡିଶାର 57 ଟି ଷ୍ଟେସନ୍ କୁ ଅନ୍ତର୍ଭୁକ୍ତ କରାଯିବ

ଭାରତୀୟ ରେଳବାଇରେ ରେଳ ଷ୍ଟେସନର ବିକାଶ ପାଇଁ ଅମୃତ ଭାରତ ଷ୍ଟେସନ ଯୋଜନା ଆରମ୍ଭ କରାଯାଇଛି | ବର୍ତ୍ତମାନ, ଏହି ଯୋଜନା ମାଧ୍ୟମରେ ଭାରତୀୟ ରେଳବାଇର 1309 ଷ୍ଟେସନ୍ ର ନବୀକରଣ  ପାଇଁ ଯୋଜନା ରହିଛି |ଏହି ଯୋଜନାରେ ଷ୍ଟେସନର ଉଭୟ ପାର୍ଶ୍ୱରେ ଥିବା ସହରର ଅଞ୍ଚଳ ଗୁଡିକୁ ଏକୀକୃତ କରିବା, …

ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ନୂଆ ରେଳଲାଇନ ପାଇଁ ଡିପିଆର୍ ପ୍ରସ୍ତୁତିକୁ ମଞ୍ଜୁରି

ଓଡ଼ିଶାରେ ରେଳ ଗମନାଗମନକୁ ଅଧିକ ସୁଦୃଢ କରିବା ପାଇଁ ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ନୂଆ ରେଳ ଲାଇନ ତିଆରି କରିବା ପାଇଁ ଆନୁଷଙ୍ଗିକ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ…

ରତ୍ନଭଣ୍ଡାର ଆସନ୍ତାବର୍ଷ ଖୋଲିବ

ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ।   ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ…

ଆଜିର ରାଶିଫଳ

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ଆବଶ୍ୟକତା ଅନୁଭଭ କରି ନୂତନ ଗୃହୋପକରଣ କ୍ରୟ…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ ସ୍ୱତନ୍ତ୍ର ବିମାନରେ ଆସି ରାତିରେ  ଭୁବନେଶ୍ବରରେ ପହଞ୍ଚିଛନ୍ତି। ୨ ଦିନିଆ ଓଡିଶା ଗସ୍ତରେ ଆସିଥିବା ଅମିତ ଶାହା ଏହି ଅବସରରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ।  ରାତି ପାଖାପାଖି ୧୧ଟା ୫୦ରେ ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହା । ବିମାନ…

ରାହୁଲ ଗାନ୍ଧୀଙ୍କ ଦୁଇ ବର୍ଷ ଜେଲଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ରୋକ ପରେ କଂଗ୍ରେସ ଶିବିରରେ ସେଲିବ୍ରେସନ

ନୂଆଦିଲ୍ଲୀ : ରାହୁଲ ଗାନ୍ଧୀଙ୍କ ଦୁଇ ବର୍ଷ ଜେଲଦଣ୍ଡ ଉପରେ ସର୍ବୋଚ୍ଚ କୋର୍ଟଙ୍କ ରୋକ ପରେ କଂଗ୍ରେସ ଶିବିରରେ ସେଲିବ୍ରେସନ ଚାଲିଛି । କୋର୍ଟଙ୍କ ରାୟ ପରେ ପ୍ରଥମ ଟୁଇଟ କରି ରାହୁଲ କହିଛନ୍ତି, ଯାହାବି ଘଟୁ, ମୋ କର୍ତ୍ତବ୍ୟ ସମାନ ରହିବ । ଭାରତର ଆଦର୍ଶର ସୁରକ୍ଷା କରିବି ବୋଲି …