ଆଜିର ରାଶିଫଳ

ମେଷ ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ…

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ % ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦିଲ୍ଲୀ ସେବା ବିଲକୁ ବିଜେଡିର ସଂସଦରେ ସମର୍ଥନ

ଭୁବନେଶ୍ବର: ଦିଲ୍ଲୀ ସେବା ବିଲକୁ ବିଜେଡିର ସମର୍ଥନ । ପାର୍ଲାମେଣ୍ଟରେ ନିଜର ଆଭିମୁଖ୍ୟକୁ ସ୍ପଷ୍ଟ କଲା ବିଜେଡି । ଆଜି ପୁରୀ ସାଂସଦ ପିନାକି ମିଶ୍ର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି । ଓ୍ବାଇଏସଆର କଂଗ୍ରେସ୍ ପରେ ଏନଡିଏକୁ ବିଜେଡିର ସମର୍ଥନ ନେଇ ଚର୍ଚ୍ଚା ହେଉଛି । ସମଦୂରତା କଥା ମଧ୍ୟ ସ୍ପଷ୍ଟ…

ଅନଲାଇନ୍ ଗେମିଂ ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେବ

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ, କ୍ୟାସିନୋ ଓ ଘୋଡ଼ାଚଢ଼ା ଭଳି କ୍ରୀଡ଼ା ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେବ । ଜିଏସଟି ପରିଷଦର ୫୧ ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ଗଣମାଧ୍ୟମକୁ ସମ୍ବୋଧିତ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅନଲାଇନ୍ ଗେମିଂ ଉପରେ ୨୮ ପ୍ରତିଶତ ଜିଏସଟି…

ହରିୟାଣା ହିଂସା ପଛରେ ସୋସିଆଲ ମିଡିଆ

ଚଣ୍ଡିଗଡ଼: ହରିୟାଣା ହିଂସା ପଛରେ ସୋସିଆଲ ମିଡିଆର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି  । ସାମାଜିକ ଗଣମାଧ୍ୟମରେ ଉତ୍ତେଜିତ କଲା ଭଳି ପୋଷ୍ଟ ସେୟାର ଦ୍ବାରା ହିଂସା ଆହୁରି ଜୋର ଧରିଥିଲା । ଲୋକେ ଉତ୍ତେଜିତ ହୋଇ ହିଂସାରେ ସାମିଲ ହୋଇଥିଲେ  । ଏଭଳି ବୟାନ ଦେଇଛନ୍ତି ହରିୟାଣା ଗୃହମନ୍ତ୍ରୀ ଅନୀଲ…

ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି

ନୂଆଦିଲ୍ଲୀ: ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି । ଓଡ଼ିଶାରେ ନାହିଁ, ଦେଶରେ ରହିଛି ୨୦ଟି ନକଲି ବିଶ୍ବବିଦ୍ୟାଳୟ । କୌଣସି ବିଶ୍ବବିଦ୍ୟାଳୟରେ ନାମ ଲେଖାଇବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ସତର୍କ ରହିବାକୁ ନୋଟିସ ଜାରି କରିଛି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି ।…

ଆଗାମୀ ଦିନରେ ଟମାଟୋର ମୂଲ୍ୟ ଆହୁରି ବଢିପାରେ

ଦିଲ୍ଲୀ:ରାଜଧାନୀ ଦିଲ୍ଲୀରେ ଟମାଟୋ ଦର ପୁଣି ମହଙ୍ଗା ହେଲା । ମଦର ଡାଏରୀରେ ଟମାଟୋ କିଲୋଗ୍ରାମ ପିଛା ୨୫୦ରୁ ଅଧିକ ମୂଲ୍ୟରେ ବିକ୍ରି ହେଉଛି । ଏଭଳି ପରିସ୍ଥିତିରେ ଆଗାମୀ ଦିନରେ ଟମାଟୋର ମୂଲ୍ୟ ଆହୁରି ବଢିପାରେ ବୋଲି ବିଶେଷଜ୍ଞମାନେ କହିଛନ୍ତି । ସୂଚନା ଅନୁଯାୟୀ, ଦିଲ୍ଲୀ-ଏନସିଆରର ମଦର…

କ୍ରାଫ୍ଟ ମ୍ୟୁଜିୟମରେ ଇ-ଅଡିଓ ଗାଇଡେଡ ଟୁରର ଶୁଭାରମ୍ଭ

ଭୁବନେଶ୍ବର : କଳାଭୂମି ମ୍ୟୁଜିୟମ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରାଫ୍ଟ ମ୍ୟୁଜିୟମରେ ଇ-ଅଡିଓ ଗାଇଡେଡ ଟୁରର ଶୁଭାରମ୍ଭ କରିଛନ୍ତି । ହିନ୍ଦି, ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ଇ-ଅଡିଓ ଗାଇଡ । ପର୍ଯ୍ୟଟକଙ୍କୁ ମନୋରମ ଦୃଶ୍ୟର ବ୍ୟାଖ୍ୟା ଦେବ ଇ-ଅଡିଓ ଗାଇଡ ।…

ନଦୀରେ ବଢୁଛି ପାଣି: ବନ୍ୟା ଆଶଙ୍କା

ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଲଗାଣ ବର୍ଷା ପାଇଁ ଏବେ ଚାରିଆଡ଼େ ପାଣି । ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶାରେ ଆଜି ବି ପ୍ରବଳ ବର୍ଷା ହେବ । ତେଣୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସକୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।…

ବିଦେଶୀ ନାଗରିକଙ୍କ ପାଇଁ ଆୟୁଷ ଭିସା

ଭାରତୀୟ ଚିକିତ୍ସା ପ୍ରଣାଳୀ ଅଧୀନରେ ଚିକିତ୍ସା ପାଇଁ ବିଦେଶୀ ନାଗରିକଙ୍କ ନିମନ୍ତେ ଆୟୁଷ (ଏୱାଇ) ଭିସା ପ୍ରସ୍ତୁତ କରାଯିବା ସମ୍ପର୍କରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆୟୁଷ ଭିସାର ପ୍ରବର୍ତ୍ତନ ଆୟୁଷ ଚିକିତ୍ସା ପ୍ରଣାଳୀ / ଚିକିତ୍ସା ସମ୍ପର୍କିତ…