ଆଜି ପ୍ରଥମ ଟ୍ବେଣ୍ଟି-୨୦

ତରୌବା: ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳା ଖେଳିବ ଆଜିଠୁ ଖେଳିବ ଭାରତୀୟ ଦଳ। ଯଶସ୍ବୀ ଜୟସ୍ବାଲ୍‌, ତିଳକ ବର୍ମା, ମୁକେଶ କୁମାରଙ୍କ ଭଳି ନବାଗତଙ୍କ ଉପରେ ଅଧିକ ନଜର ରହିବ।  ରବି ବିଷ୍ଣୋଇ ପ୍ରତ୍ୟାବର୍ତ୍ତନ କରିଥିଲା ବେଳେ ଦୀର୍ଘ ସମୟ ଧରି ବେଞ୍ଚରେ…

ରାଶିଫଳ

ମେଷ : ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ। ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିବାରରେ କିଛି ମନମାଳିନ୍ୟ ହୋଇପାରେ। ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ। ସେଥିପାଇଁ ସମ୍ଭାଳିକରି ରୁହନ୍ତୁ। ମାନସିକ ଅସୁସ୍ଥତା ଅନୁଭବ…

ବେରୋଜଗାରୀଙ୍କୁ ନେଇ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ବିରୋଧୀ

ଦେଶରେ ବଢୁଥିବା ବେରୋଜଗାରୀଙ୍କୁ ନେଇ ବିରୋଧୀଦଳମାନେ ବାରମ୍ବାର ସରକାରଙ୍କୁ ଟାର୍ଗେଟ କରୁଛନ୍ତି । ପ୍ରତି ନିର୍ବାଚନ ପୂର୍ବରୁ ସମସ୍ତ ରାଜନୈତିକଦଳମାନେ ବେରୋଜଗାର ଓ ନିଯୁକ୍ତିକୁ ବଡ ପ୍ରସଙ୍ଗ କରିଥାନ୍ତି । ଏହି କ୍ରମରେ ସଂସଦର ମୌସୁମୀ ଅଧିବେଶନ ବେଳେ ଗୃହମନ୍ତ୍ରଣାଳୟ ଅଧିନରେ ଥିବା…

ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇଙ୍କ ଆତ୍ମହତ୍ୟା

ମୁମ୍ବାଇ: ଜଣାଶୁଣା ପ୍ରଡକ୍ସନ ଡିଜାଇନର ନୀତିନ ଦେଶାଇ ଆତ୍ମହତ୍ୟା କରିଛନ୍ତି । ପ୍ରାରମ୍ଭିକ ତଦନ୍ତରୁ ସେ ଡିପ୍ରେସନରେ ପୀଡିତ ଥିବା ଜଣାପଡିଛି  । ତେବେ ତାଙ୍କ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ  । ନୀତିନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି ବଲିଉଡ  । ୫୮ ବର୍ଷ ବୟସରେ…

ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ଘୋଷଣା

ଭୁବନେଶ୍ବର: ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଭଳି ୫୦ଟି ବର୍ଗ । ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ…

ଅର୍ଚ୍ଚନା ନାଗ୍‌‌ଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ୍‌‌

ଭୁବନେଶ୍ୱର :  ଅର୍ଚ୍ଚନା ନାଗ୍‌‌ଙ୍କୁ  ଜାମିନ୍‌‌ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍‌‌ ଦେଇଛନ୍ତି।  ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ୨ଟିରେ ଜାମିନ୍‌‌ ମିଳିଛି। ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜାମିନ୍‌‌ ଦେଇଛନ୍ତି ହାଇକୋର୍ଟ।…

ପିଲାଙ୍କ ଟିଫିନ ବକ୍ସରେ ରହିବ ମାଣ୍ଡିଆ

ଭୁବନେଶ୍ୱର: ପୁଷ୍ଟିର ପାୱାର ହାଉସ୍‌ ମିଲେଟ୍‌ । ପାଟିକୁ ସୁଆଦ, ଦେହକୁ ହିତ । ମିଲେଟ୍‌ ଚାହିଦା ବଢୁଛି । ଏହାର ବ୍ୟବହାର ଆହୁରି ବଢ଼ାଇବା ପାଇଁ ଉଦ୍ୟମ । ସ୍କୁଲ ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ପ୍ରତ୍ୟେକ ବ୍ୟକ୍ତିଙ୍କୁ ମିଲେଟର ଉପକାରିତା ବିଷୟରେ ଅବଗତ କରାଯିବ । ପିଲାଙ୍କ ଟିଫିନ…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀଙ୍କ ପଞ୍ଜୀକରଣର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମୀକ୍ଷା କରିଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ଓ ସମବାୟ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ…

ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ…

ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ହରାଇଲା ଭାରତ

ତ୍ରିନିନାଦ୍‌:  ଟିମ୍‌ ଇଣ୍ଡିଆ ଶେଷ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । ୨୦୦ ରନରେ ବିଜୟଲାଭ କରିଛି ଟିମ୍ ଇଣ୍ଡିଆ ।  ୫୦ ଓଭରରେ ୫ଟି ୱିକେଟ୍‌ ହରାଇ ୩୫୧ ରନ୍‌ କରିବା ଫଳରେ ୱେଷ୍ଟଇଣ୍ଡିଜକୁ ୩୫୨ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ବ୍ୟକ୍ତିଗତ ଭାବେ…