ଖୋର୍ଧାରେ ବଢ଼ୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୩ଶହ ପାର୍ କରିଛି। ଗତକାଲି ସୁଦ୍ଧା ରାଜ୍ୟରେ ୩୦୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏବେ ଧୀରେ ଧୀରେ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗକୁ ଏହି ସଂଖ୍ୟା ଅହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।ଜୁଲାଇ ମାସ ସୁଦ୍ଧା…

ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର ବୃହତ ବିଜୟ

ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଟିମ୍ ଇଣ୍ଡିଆର ଜବରଦସ୍ତ ପ୍ରଦର୍ଶନ । ମାତ୍ର ତିନି ଦିନରେ ଶେଷ ହେଲା ଡୋମିନିକା ଟେଷ୍ଟ । ଏକ ଇନିଂସ ୧୪୧ ରନରେ ମ୍ୟାଚକୁ ଜିତି ନେଇଛନ୍ତି ରୋହିତ ବ୍ରିଗେଡ୍ । ରବିଚନ୍ଦ୍ରନ ଅଶ୍ବିନୀଙ୍କ ଘାତ ବୋଲିଂରେ ଧରାଶୟୀ ହୋଇଛି ଘରୋଇ ଦଳ । ଅଶ୍ବିନୀ ପ୍ରଥମ ଇନିଂସରେ…

ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଅଣ୍ଡିରା ଚିତା ସୁରଜର ମୃତ୍ୟୁ

ଭୋପାଳ :  ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ । ଅଣ୍ଡିରା ଚିତା ସୁରଜର ମୃତ୍ୟୁ ହୋଇଛି । କିଛି ଦିନ ଧରି ଗୁରୁତର ଭାବେ ଅସୁସ୍ଥ ଥିଲା ଚିତା । ପାଞ୍ଚ ମାସ ମଧ୍ୟରେ ୮ଟି ଚିତାର ମୃତ୍ୟୁ ହେଲାଣି । ଦୁଇ ଦିନ ତଳେ ଚିତା ତେଜସର ମୃତ୍ୟୁ ହୋଇଥିଲା ।ତେଜସକୁ ଆହତ…

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ମୌସୁମୀ

ଭୁବନେଶ୍ୱର : ଓଡିଶାକୁ ଆସୁଛି ବଡ଼ ବର୍ଷା । ମୌସୁମୀ ନିମ୍ନ ଚାପ ରେଖାର ପୂର୍ବ ଭାଗ ତାର ସାଧାରଣ ଅବସ୍ଥାନର ଦକ୍ଷିଣରେ ରହିଛି । ଫଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ମୌସୁମୀ ସକ୍ରିୟ । ରାଜ୍ୟର ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆଗାମୀ ୨ ଘଣ୍ଟା ଯାଏଁ…

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ କୋଇଲାକୁ ଗ୍ୟାସରେ ପରିଣତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି । ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ନିୟୁତ ଟନ୍ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ମନ୍ତ୍ରଣାଳୟ…

ଫ୍ରାନ୍ସ ନେସନାଲ ଆସେମ୍ବ୍ଲି ସଭାପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଫ୍ରାନ୍ସ ନେସନାଲ ଆସେମ୍ବ୍ଲିର ସଭାପତି ତଥା ଆସେମ୍ବଲିର ବରିଷ୍ଠ ନେତା  ଶ୍ରୀମତୀ ୟାଲ ବ୍ରାଉନ୍‌-ପିଭେଟ୍‌ଙ୍କୁ ତାଙ୍କ ଆବାସିକ କାର୍ଯ୍ୟାଳୟ ପ୍ୟାରିସର ହୋଟେଲ ଲାସେରେ ମଧ୍ୟାହ୍ନ ଭୋଜନ ଅବସରରେ ସାକ୍ଷାତ କରିଥିଲେ ।  ଉଭୟ ନେତା ଗଣତନ୍ତ୍ର, ସ୍ୱାଧୀନତା,…

ଆଜିର ରାଶିଫଳ

ମେଷ ଶିକ୍ଷା, ସନ୍ତାନ, ଗବେଷଣା, ଲେଖାପଢା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିନ୍ତୁ ଚୁ-ନାମାକ୍ଷର ବ୍ୟକ୍ତି ମାନସିକ ଦ୍ୱନ୍ଦ ଓ ଆଶାଆଶଙ୍କା ମଧ୍ୟରେ ବ୍ୟସ୍ତରହିପାରନ୍ତି। ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ। ତଥାପି ନିଜ ଲୋକମାନେ ଅସୁବିଧାରେ ପକାଇ…

୧୬ ମିନିଟ ପରେ କକ୍ଷପଥରେ ଅବସ୍ଥାପିତ ହେଲା ଚନ୍ଦ୍ରଯାନ-୩ ,

ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ ହେବା ପରେ ଏବେ ପୃଥିବୀର କକ୍ଷପଥରେ ସଫଳତାର ସହ ଅବସ୍ଥାପିତ ହୋଇଛି ।  ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ…

ପ୍ରଧାନମନ୍ତ୍ରୀ ମୋଦୀ ବାଷ୍ଟିଲ ଦିବସ ପରେଡରେ ସମ୍ମାନିତ ଅତିଥି

ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଷ୍ଟିଲ ଦିବସ ପରେଡରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି । ଏହି ଗସ୍ତ ଭାରତ- ଫ୍ରାନ୍ସ ରଣନୈତିକ ଭାଗିଦାରୀର ୨୫ ବର୍ଷ ପୂର୍ତ୍ତି ସମାରୋହର ମଧ୍ୟ ପ୍ରତୀକ ରହିଛି । ଏବେ ପରେଡ ଚାଲିଛି ।…

ସୁପ୍ରିମକୋର୍ଟର ୨ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ବିଚାରପତି ଉଜ୍ଜ୍ବଳ ଭୂୟାଁ ଏବଂ ବିଚାରପତି ଏସ୍‌. ଭେଙ୍କଟନାରାୟଣ ଭଟ୍ଟୀଙ୍କୁ ସୁପ୍ରିମ୍‌ କୋର୍ଟର ନୂଆ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି।ସୁପ୍ରିମ୍‌ କୋର୍ଟର ଅଡିଟରିୟମ୍‌ରେ ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ…