ଆମ ଓଡ଼ିଶା, ନବୀନ ଓଡ଼ିଶା’ ପ୍ରସ୍ତାବକୁ କ୍ୟାବିନେଟ ମୋହର
ଭୁବନେଶ୍ବର : ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ରାଜ୍ୟ କ୍ୟାବିନେଟରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୋଟ ୯ଟି ପ୍ରସ୍ତାବ ଉପରେ ମୋହର ମାରଛି ରାଜ୍ୟ କ୍ୟାବିନେଟ । ତେବେ ଗ୍ରାମାଞ୍ଚଳ ଭିତ୍ତିଭୂମି ବୃଦ୍ଧିକୁ ତ୍ବରାନ୍ବିତ କରିବା ସହ ରାଜ୍ୟର ସମୃଦ୍ଧ…