ଶ୍ରୀମନ୍ଦିର ପରିସରରେ ମାତୃ ଶିଶୁ ସ୍ତନ୍ୟପାନ ଗୃହ
ବହୁ ଦିନର ଦାବି ପରେ ଶ୍ରୀମନ୍ଦିର ପରିସରରେ କାର୍ଯ୍ୟକାରୀ ହୋଇଛି ଶିଶୁ ତଥା ମାଆ ମାନଙ୍କ ସକାଶେ ମାତୃ ଶିଶୁ ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମନ୍ଦିର ଭିତରେ ଶାଖା କାର୍ଯ୍ୟଳୟ ତଳେ ଶୀତତାପ ନିୟନ୍ତ୍ରିତ ଏକ ଗୃହରେ ଏକକାଳୀନ ୪ଜଣ ମହିଳା…