ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି
ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି। ଚଳିତମାସ ୨୨ ତାରିଖରେ ଡାକ ବିଭାଗ ପକ୍ଷରୁ ୧୦୦ ଡଲାରରୁ ଅଧିକ ମୂଲ୍ୟର ସାମଗ୍ରୀକୁ ବାଦ୍ ଦେଇ ଅନ୍ୟ ପାର୍ସଲ ଜାରି ରହିବ ବୋଲି କୁହାଯାଇଥିଲା। କିନ୍ତୁ ଏବେ ସମସ୍ତ ପାର୍ସଲକୁ ସ୍ଥଗିତ ରଖାଯାଇଛି।ଫଳରେ ଏବେ…