ଆଜିଠୁ ବଢ଼ିବ ବର୍ଷାର ପରିମାଣ

ଆଜିଠୁ ବଢ଼ିବ ବର୍ଷାର ପରିମାଣ । ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ…

ସାର ଯୋଗାଣରେ ଅବ୍ୟବସ୍ଥା ନେଇ ନଡ୍ଡାଙ୍କୁ ନବୀନଙ୍କ ଚିଠି

ଓଡ଼ିଶାର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଆବଶ୍ୟକୀୟ ସାର ଯୋଗାଣ କରିବାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କ ଚିଠି ଲେଖି ଦାବି କରିଛନ୍ତି। ରାଜ୍ୟରେ ଏବେ ସାର ଯୋଗାଣକୁ ନେଇ ଅବ୍ୟବସ୍ଥା। ମାର୍କଫେଡ୍ ଚାଷୀଙ୍କୁ ସାର…

ମୋହନ-ଧର୍ମେନ୍ଦ୍ର ଆଲୋଚନା

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ପ୍ରାୟ ଦେଢ଼ ଘଣ୍ଟା ଧରି ଦୁଇ ନେତା ଆଲୋଚନା କରିଥିବା ଜଣାପଡ଼ିଛି।  ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ…

ରାଶିଫଳ : ଶିକ୍ଷାର୍ଥୀଙ୍କର ମନ ପାଠପଢ଼ାରେ ଲାଗି ରହିବ

ମେଷ: ସାରାଦିନ କାମରେ ବ୍ୟସ୍ତ ରହିବେ। ଶାନ୍ତ ରହି ବିବାଦକୁ ସମାଧାନ କରନ୍ତୁ। ଭାଗୀଦାରି କାରବାରରେ ଲାଭ ପାଇବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ମନର କଥା ସାଥୀଙ୍କୁ କହିବେ। ‌ ବୃଷ: ପୂର୍ବରୁ ଲାଗି ରହିଥିବା ଚିନ୍ତା ଦୂର ହେବ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ।…

ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ରସୁଣ ଓ ତେନ୍ତୁଳିରେ ତିଆରି  ରସମ

ଆଜିକାଲି ସମୟରେ ପ୍ରତିଦିନ ନୂଆ ରୋଗ ବାହାରୁଥିବାରୁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି ଲୋକେ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହିତ ସୁଖାଦ୍ୟ ଖାଇବା ହେଉଛି ଅନ୍ୟତମ ଉପାୟ, ଯାହା ଫଳରେ ନିଜକୁ ନିରୋଗ ରଖିହେବ। ଏହି ସମୟରେ ଆପଣ ରସୁଣ ଓ…

ରାଜ୍ୟରେ ମୌସୁମୀ ବର୍ଷା ସକ୍ରିୟ

ଲଘୁଚାପର ପ୍ରଭାବ କମି ଆସିଥିବା ବେଳେ ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଫଳରେ ଦିନରେ ଖରା ଓ ସନ୍ଧ୍ୟା ବେଳକୁ କିଛି କିଛି ସ୍ଥାନରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଏହିଭଳି ମୌସୁମୀ ବର୍ଷା ଦେଖିବାକୁ ମିଳୁଛି। ଆସନ୍ତାକାଲି କେନ୍ଦୁଝର ,…

ବୁଲେଟ ଟ୍ରେନରେ ବୁଲିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ସହ ଟୋକିଓରୁ ସେଣ୍ଡାଇ ବୁଲେଟ ଟ୍ରେନରେ ଯାତ୍ରା କରିଥିଲେ। ଉଭୟ ନେତା ସୋସିଆଲ ମିଡିଆରେ ସେମାନଙ୍କ ଯାତ୍ରାର ଫଟୋ ଶେୟାର କରିଥିଲେ। ଜାପାନ ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ…

ଚାଇନା ମାଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର  SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ। ଜାପାନ ଗସ୍ତ ଶେଷ କରିବା ପରେ…

ମୃତ ୧୧ ଜଣ ପ୍ରଶଂସକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କଲା ଆରସିବି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଶନିବାର ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛି। ଟ୍ରଫି ଜିତିବା ପରେ ଖୁସି ମନାଇବା ପା‌ଇଁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଏବେ ବଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସମୟରେ…

ଓଲିଉଡ୍‌ ଚଳଚ୍ଚିତ୍ର ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ

ଓଲିଉଡ୍‌ର ଆଗଧାଡ଼ିର ପ୍ରଯୋଜକ କୁମାର ପ୍ରୀତମ୍ ସାହୁଙ୍କ ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ ହୋଇଛି। ୨୦୨୩ରେ ମୁକ୍ତିଲାଭ କରିଥିବା ‘କଟକ ଶେଷରୁ ଆରମ୍ଭ’ର ଏହା ସିକ୍ବେଲ୍ ବୋଲି କୁହାଯାଇଛି। ସୁଧାଂଶୁ ମୋହନ ସାହୁଙ୍କ ନିର୍ଦ୍ଦେଶିତ ଏହି ସିନେମାର ପ୍ରଥମ…