ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟାହ୍ନରେ ରାଜଭବନଯାଇଛନ୍ତି। ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଗସ୍ତରେ ଆସିଥିଲେଲୋକ ସଭା ବାଚସ୍ପତି ଓମ ର୍ବିଲା। ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି…

ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାଇଥିବା ୫୦% ଶୁଳ୍କ ପ୍ରଭାବରେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି। ଅର୍ଥାତ୍‌ ଗୋଟିଏ ଡଲାର କିଣିବା ଲାଗି ଭାରତୀୟ ମୁଦ୍ରାରେ ୮୮ ଟଙ୍କାରୁ ଅଧିକ ଗଣିବାକୁ ପଡ଼ୁଛି। ଏହା ଆମଦାନୀକାରୀ ଏବଂ…

ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି…

ସଂସଦୀୟ ତଥା ବିଧାନସଭା ସମିତିଗୁଡ଼ିକର ଭୂମିକା ଆହୁରି ଗୁରୁତ୍ୱପୂର୍ଣ୍ଣ

ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଦୁଇଦିନିଆ ଜାତୀୟ…

ଦଳିତଙ୍କ ସେବା କରିବା ହେଉଛି ପ୍ରକୃତ ପୂଜା’’ – କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ

କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଆଜି କର୍ଣ୍ଣାଟକ ମୈସୁରୁସ୍ଥିତ ଶ୍ରୀ ସୁତ୍ତୁର ମଠରେ ଯୋଗ ଦେଇ ଜଗଦଗୁରୁ ଡ. ଶ୍ରୀ ଶିବରାତ୍ରୀ ରାଜେନ୍ଦ୍ର ମହାସ୍ୱାମୀଜୀଙ୍କ ୧୧୦ତମ ଜନ୍ମବାର୍ଷିକୀ ପାଳନ କରିଥିଲେ। ଏହି…

ରାଶିଫଳ : ପାରିବାରିକ ଜୀବନ ସୁଖମୟ ରହିବ

ମେଷ: ସ୍ଥଗିତ ଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କର ଆତ୍ମବିଶ୍ବାସ ବଢ଼ିବ। ଆର୍ଥିକ ସ୍ଥିତ ସ୍ବଚ୍ଛଳ ରହିବ। ଚାକିରିରେ ବଦଳି ଯୋଗ ଅଛି। ଶଶୁର ଘରୁ କୌଣସି ଖୁସି ଖବର ପାଇବେ। ଜୀବନସାଥୀ ସହିତ ମଧୁର ହେବ। ପାରିବାରିକ ଜୀବନ ସୁଖମୟ ରହିବ ବୃଷ: କିଛି ନୂଆ ଲୋକଙ୍କ ସହିତ…

ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା

ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ । ବଡ଼…

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ

ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଏକ ସବ କମିଟି ଗଠନ…

ଟ୍ରମ୍ପଙ୍କ ଟାରିଫ ଦ୍ବାରା ଭାରତର ଅର୍ଥନୀତି ପ୍ରଭାବିତ ହୋଇନାହିଁ, ଏପ୍ରିଲ-ଜୁନ ରେ ଭାରତର ଜିଡିପି ବୃଦ୍ଧି ହାର…

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ନୀତି ସାରା ବିଶ୍ୱକୁ  କରୁଥିବା ବେଳେ ଭାରତର ଅର୍ଥନୀତି ଏହାଦ୍ୱାରା ମୋଟେ ପ୍ରଭାବିତ ହୋଇନାହିଁ। ଟ୍ରମ୍ପ ଭାରତକୁ ‘ଡେଡ ଇକୋନୋମୀ’ ବୋଲି କହିଥିଲେ, କିନ୍ତୁ ଚଳିତ ବର୍ଷର ପ୍ରଥମ ତ୍ରୈମାସିକ (ଏପ୍ରିଲ-ଜୁନ)ରେ ଭାରତର ଜିଡିପି(ସକଳ ଘରୋଇ ଉତ୍ପାଦ) ବୃଦ୍ଧି ହାର…