ଗାଡ଼ି ଅଟକାଇବାରୁ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଖଣି ମାଫିଆ
ପଥର ମାଫିଆଙ୍କ ଦୌରାତ୍ମ୍ୟ । ଗାଡ଼ି ଅଟକାଇବାରୁ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଖଣି ମାଫିଆ । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କଦଳୀବନ୍ଧରେ ଘଟିଛି ଏଭଳି ଅମାନୁଷିକ କାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆରମ୍ଭ କରିଛି ତଦନ୍ତ।
ଖବର ଅନୁଯାୟୀ, ଚୋରା ମାଙ୍କଡ଼ା ପଥର…