ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ
ସଂସଦର ଦୁଇ ସଦନର ମଂଜୁରୀ ପରେ ଅନଲାଇନ ବେଟିଂକୁ ନିଷିଦ୍ଧ କରୁଥିବା ଅନଲାଇନ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି । ଏହା ପରେ ଏହି ବିଲ୍ ଆଇନରେ ପରିଣତ ହୋଇଛି । ଖୁବଶୀଘ୍ର ଏହି ଆଇନର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦେଶରେ ଅନଲାଇନ ବେଟିଂ ନିଷିଦ୍ଧ ହୋଇଯିବ ।…