୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ

ସେପ୍ଟେମ୍ବର ୧୮ରେ ମୌସୁମୀ ଅଧିବେଶନ । ୭ଟି କାର୍ଯ୍ୟଦିବସରେ ଆସିବ ବିଲ ଓ ଉଠିବ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ । ନାରୀ ନିର୍ଯାତନା, ଚାଷୀ ଓ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ବିଜେଡିର ଅସ୍ତ୍ର । ଅନାସ୍ଥା ଆଣି ସରକାରଙ୍କୁ ଘେରିବ କଂଗ୍ରେସ । ସ୍ବଳ୍ପକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ…

୧୮ ଆଇପିଏସଙ୍କୁ ବଦଳି

୧୮ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସନ୍ତୋଷ ବାଲାଙ୍କୁ ଏସଏଫଏସଏଲଙ୍କୁ ନିର୍ଦ୍ଦେଶକ ଦାୟିତ୍ଵ ଦିଆଯାଇଛି। ଏସ୍ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ ଦାୟିତ୍ଵ ଦିଆଯାଇଛି । ସତୀଶ କୁମାର ହେଲେ ସ୍ପେଶାଲ ଆର୍ମଡ୍…

ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା

ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା । ପ୍ରତିବର୍ଷ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, ଯୁବପିଢି଼ ଏବେ ଏହାର କବଳରେ । ଏବେ ଖୋଲାମେଲାରେ AIDS ରୋଗୀମାନେ ବୁଲୁଥିବାରୁ, ଏହି ରୋଗ କାହାକୁ କେତେବେଳେ ବ୍ୟାପିବ, ତାର ଠିକଣା ନାହିଁ ।ରାଜ୍ୟରେ ପୁରୁଷଙ୍କ ସହ…

ଆସୁଛି ପାର୍ବଣ , ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା

କଟକ ଦୁର୍ଗାପୂଜା ପ୍ରସଙ୍ଗ ଉପରେ ହାଇକୋର୍ଟ ଗୁରୁବାର ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା ଲଗାଇଛନ୍ତି। ଏପରିକି ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ କରିବାକୁ ପୂଜା…

ସ୍ପେଶାଲ OTET ପୁଣି ସ୍ଥଗିତ

ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା…

ଆମେରିକାକୁ ଆଉ ବିଶ୍ୱାସ କରାଯାଇପାରିବ ନାହିଁ – ଆମେରିକୀୟ ଅର୍ଥନୀତିଜ୍ଞ

ଆମେରିକା ଟାରିଫ ନୀତିକୁ ନେଇ ଟ୍ରମ୍ପଙ୍କୁ ଆମେରିକାରେ ବିରୋଧ ।  ଅର୍ଥନୀତିଜ୍ଞ ଜେଫ୍ରି ସାକ୍ସ ଆମେରିକାର ଭାରତ ଉପରେ ଟାରିଫ୍ ଲଗାଇବାକୁ ନିଷ୍ପତ୍ତିକୁ ଆମେରିକା ବିଦେଶୀ ନୀତିର ସବୁଠାରୁ ମୂର୍ଖତାପୂର୍ଣ୍ଣ ଚାଲ ବୋଲି ନିନ୍ଦା କରିଛନ୍ତି। ସାକ୍ସ କହିଛନ୍ତି, ଭାରତ ଉପରେ ଟାରିଫ୍ ଆମେରିକା…

ଅଭିନେତା ବରୁଣ ଜୈନଙ୍କୁ ବିବାହ କଲେ ଗୋପୀ

ଫଟୋ ସେୟାର କରି ଜିୟା ଲେଖିଛନ୍ତି, "ଭଗବାନ ଏବଂ ଗୁରୁଙ୍କ କୃପାରୁ ଆମେ ସବୁଦିନ ପାଇଁ ଏକାଠି ହୋଇଛୁ। ହାତରେ ହାତ ମିଶାଇ, ହୃଦୟ ସହ ହୃଦୟ ମିଶାଇ। ଆମେ ଦୁଇ ବନ୍ଧୁ ଥିଲୁ ଏବଂ ଆଜି ଆମେ ସ୍ୱାମୀ-ସ୍ତ୍ରୀ ହୋଇଛୁ। ଏହି ଦିନକୁ ସ୍ୱତନ୍ତ୍ର କରିଥିବା ଲୋକଙ୍କ ଭଲପାଇବା, ଆଶୀର୍ବାଦ…

ଏୟାରଟେଲ୍ ଉପଭୋକ୍ତାମାନଙ୍କୁ ଝଟକା

ଯଦି ଆପଣ ଜଣେ ଏୟାରଟେଲ୍ ଗ୍ରାହକ ଏବଂ ଆପଣ ଏୟାରଟେଲର ଏହି ଶସ୍ତା ପ୍ଲାନକୁ ବ୍ୟବହାର କରୁଥିଲେ ତେବେ ନିଶ୍ଚିୟ ଆପଣଙ୍କ ପାଇଁ ଏହା ଏକ ନିରାଶଜନକ ଖବର ହେବ । ଏୟାରଟେଲ୍ ସମ୍ପ୍ରତି ତାର ଉପଭୋକ୍ତାମାନଙ୍କୁ ଝଟକା ଦେଇଛି। କମ୍ପାନି ଅଗଷ୍ଟ ୨୦ ତାରିଖ ବୁଧବାର ଦିନ ଶସ୍ତା ଟ୍ରୁଲି ଅନଲିମିଟେଡ୍…

୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ…

ଚଳନ୍ତା ଆମ ବସ୍‌ରେ ଲାଗିଲା ନିଆଁ

ଖୋର୍ଦ୍ଧା ନିକଟସ୍ଥ ଗଡଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା।…