ଆମେରିକାକୁ ଆଉ ବିଶ୍ୱାସ କରାଯାଇପାରିବ ନାହିଁ – ଆମେରିକୀୟ ଅର୍ଥନୀତିଜ୍ଞ

ଆମେରିକା ଟାରିଫ ନୀତିକୁ ନେଇ ଟ୍ରମ୍ପଙ୍କୁ ଆମେରିକାରେ ବିରୋଧ ।  ଅର୍ଥନୀତିଜ୍ଞ ଜେଫ୍ରି ସାକ୍ସ ଆମେରିକାର ଭାରତ ଉପରେ ଟାରିଫ୍ ଲଗାଇବାକୁ ନିଷ୍ପତ୍ତିକୁ ଆମେରିକା ବିଦେଶୀ ନୀତିର ସବୁଠାରୁ ମୂର୍ଖତାପୂର୍ଣ୍ଣ ଚାଲ ବୋଲି ନିନ୍ଦା କରିଛନ୍ତି। ସାକ୍ସ କହିଛନ୍ତି, ଭାରତ ଉପରେ ଟାରିଫ୍ ଆମେରିକା…

ଅଭିନେତା ବରୁଣ ଜୈନଙ୍କୁ ବିବାହ କଲେ ଗୋପୀ

ଫଟୋ ସେୟାର କରି ଜିୟା ଲେଖିଛନ୍ତି, "ଭଗବାନ ଏବଂ ଗୁରୁଙ୍କ କୃପାରୁ ଆମେ ସବୁଦିନ ପାଇଁ ଏକାଠି ହୋଇଛୁ। ହାତରେ ହାତ ମିଶାଇ, ହୃଦୟ ସହ ହୃଦୟ ମିଶାଇ। ଆମେ ଦୁଇ ବନ୍ଧୁ ଥିଲୁ ଏବଂ ଆଜି ଆମେ ସ୍ୱାମୀ-ସ୍ତ୍ରୀ ହୋଇଛୁ। ଏହି ଦିନକୁ ସ୍ୱତନ୍ତ୍ର କରିଥିବା ଲୋକଙ୍କ ଭଲପାଇବା, ଆଶୀର୍ବାଦ…

ଏୟାରଟେଲ୍ ଉପଭୋକ୍ତାମାନଙ୍କୁ ଝଟକା

ଯଦି ଆପଣ ଜଣେ ଏୟାରଟେଲ୍ ଗ୍ରାହକ ଏବଂ ଆପଣ ଏୟାରଟେଲର ଏହି ଶସ୍ତା ପ୍ଲାନକୁ ବ୍ୟବହାର କରୁଥିଲେ ତେବେ ନିଶ୍ଚିୟ ଆପଣଙ୍କ ପାଇଁ ଏହା ଏକ ନିରାଶଜନକ ଖବର ହେବ । ଏୟାରଟେଲ୍ ସମ୍ପ୍ରତି ତାର ଉପଭୋକ୍ତାମାନଙ୍କୁ ଝଟକା ଦେଇଛି। କମ୍ପାନି ଅଗଷ୍ଟ ୨୦ ତାରିଖ ବୁଧବାର ଦିନ ଶସ୍ତା ଟ୍ରୁଲି ଅନଲିମିଟେଡ୍…

୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ…

ଚଳନ୍ତା ଆମ ବସ୍‌ରେ ଲାଗିଲା ନିଆଁ

ଖୋର୍ଦ୍ଧା ନିକଟସ୍ଥ ଗଡଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା।…

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବର୍ଷା ପାଇଁ ୟେଲୋ…

ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ପ୍ରବଳ ହଟ୍ଟଗୋଳ ଭିତରେ ୩ଟି ବିଲ୍‌ ଆଗତ କରିଛନ୍ତି। ଏହି ବିଲ୍‌ ଅଧୀନରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ଯଦି କୌଣସି ଗୁରୁତର ଅପରାଧରେ ଗିରଫ ହୋଇ ଲଗାତାର ୩୦ ଦିନ ଜେଲ୍‌ରେ ରହିବେ କିମ୍ବା ହାଜତରେ ଅଟକ ରହିବେ,…

ରାଶିଫଳ :ସକାରାତ୍ମକ ମାନସିକତା ଆପଣଙ୍କୁ ସଫଳତା ଆଣିଦେବ

ମେଷ: ସକାରାତ୍ମକ ମାନସିକତା ଆପଣଙ୍କୁ ସଫଳତା ଆଣିଦେବ । କାମ ପ୍ରତି ଏକାଗ୍ରତା ଓ ନିଷ୍ଠା ବଢ଼ିବ। ପ୍ରିୟଜନଙ୍କ ସହ ଜିନିଷ କିଣିବାକୁ ଯିବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ।‌ ବୃଷ: ଅଫିସରେ ଆପଣଙ୍କ କାମର ଲୋକେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ…

ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଡିହାଇଡ୍ରେସନ ଯୋଗୁଁ ସେ କିଛିଦିନ ତଳେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ । ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେ ଫେରିଛନ୍ତି । ତାଙ୍କୁ ମେଡିକାଲରୁ ଆଣିବାକୁ ବିଜେଡିର କିଛି ବିଧାୟକ ଓ ସମର୍ଥକ ହସ୍ପିଟାଲ…

ଘାସ ଉପରେ ଖାଲି ପାଦରେ ଚାଲିବା ସମସ୍ତଙ୍କ ପାଇଁ ଏକ ବରଦାନ ସଦୃଶ

ପିଲାବେଳେ ଆଈ,ଜେଜେମା ଖାଲି ପାଦରେ ଘାସ ଉପରେ ଚାଲିବାକୁ କହୁଥିଲେ। ଆଗରୁ ଲୋକମାନେ ମଧ୍ୟ ଖାଲି ପାଦରେ ଘାସ ଉପରେ ପ୍ରତିଦିନ ଚଲାବୁଲା କରୁଥିଲେ କିନ୍ତୁ ଆଧୁନିକ ଧାଁଦଉଡ଼ ଜୀବନରେ ଏହା ବହୁତ କମ୍ ଲୋକ ହିଁ କରିପାରୁଛନ୍ତି । କାହା ପାଖରେ ନିଜ ପାଇଁ ସମୟ ହିଁ ନାହିଁ । କିନ୍ତୁ ଯଦି ଆପଣ…