ନବୀନ କାହାକୁ ଦେବେ ସମର୍ଥନ

ୱକଫ୍‌ ବିଲ୍‌ ପ୍ରସଙ୍ଗରେ ବିଜେଡି ବିବେକ ଅନୁସାରେ ଭୋଟ ଦେବାକୁ ନିଜର ସାଂସଦଙ୍କୁ କହିଥିଲା ।  ଏହି ପ୍ରସଙ୍ଗରେ ଦଳ ଭିତରେ ପ୍ରଥମ ଥର ପାଇଁ ବଡ଼ ଧରଣର ବିଦ୍ରୋହ ହୋଇଥିଲା ।  ଉପରାଷ୍ଟ୍ରପତି ପ୍ରସଙ୍ଗରେ ବିଜେଡି ଏନଡିଏକୁ ସମର୍ଥନ ଦେବ କି ନାହିଁ ସମୟ କହିବ । ଯଦି ବିଜେଡି ଏନ୍‌ଡିଏ…

ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ୯.୬ କିମି…

ରାଶିଫଳ :ଶତ୍ରୁଙ୍କୁ ପରାସ୍ତ କରିବେ

ମେଷ: ଇଜିନିୟର୍ସଙ୍କ ଲାଗି ଦିନଟି ଭଲ। କାମ ପ୍ରତି ଏକାଗ୍ରତା ଓ ନିଷ୍ଠା ବଢ଼ିବ। ପ୍ରିୟଜନଙ୍କ ସହ ଜିନିଷ କିଣିବାକୁ ଯିବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ।‌ ଶତ୍ରୁଙ୍କୁ ପରାସ୍ତ କରିବେ ବୃଷ: ଅଫିସରେ ଆପଣଙ୍କ କାମର ଲୋକେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ…

ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର

ବିହାରରେ ନିର୍ବାଚନ କମିସନଙ୍କ ପକ୍ଷରୁ କରାଯାଉଥିବା ଭୋଟର ତାଲିକାର ଏସଆଇଆର ବା  ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ନିର୍ବାଚନ କମିସନ କହିଛନ୍ତି ଯେ ଖୁବଶୀଘ୍ର ଓଡ଼ିଶା ସମେତ ଅନ୍ୟ…

ଟେନସନ୍ ଶରୀର ପାଇଁ ସ୍ଲୋ ପଏଜନ୍ ଭଳି କାମ କରେ

ବିଭିନ୍ନ କାରଣ ନେଇ ଆଜିର ଜୀବନଶୈଳୀ ଅତ୍ୟନ୍ତ ଜଟିଳ ହୋଇଛି, ଯେଉଁଥିପାଇଁ ଲୋକ ଚାପଗ୍ରସ୍ତ ରହୁଛନ୍ତି । କିନ୍ତୁ ଛୋଟ କାରଣ ଭାବରେ ବିଚାର କରି ଟେନସନକୁ ଅଣଦେଖା କରନ୍ତୁ ନାହିଁ । ଏପରି କରିବା ଦ୍ୱାରା ଆପଣଙ୍କର ସମସ୍ୟା ଆହୁରି ବଢ଼ିବ । ଟେନସନ ଦୂର କରିବାର ଅର୍ଥ ନୁହେଁ ଯେ ଆପଣ…

ରାଜ୍ୟରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ,…

ଜାହ୍ନବୀଙ୍କ କାଷ୍ଟିଂ, ପ୍ରଶ୍ନ ଉଠାଇଛନ୍ତି ପବିତ୍ରା ମେନନ୍‌

ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ସମ୍ପ୍ରତି ନିଜର ଆଗାମୀ ଫିଲ୍ମ ‘ପରମ ସୁନ୍ଦରୀ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଆସନ୍ତା ୨୯ରେ ତୁଷାର ଜଲୋଟାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ୍‌ ହେବାକୁ ଥିବାବେଳେ ଗତ ୧୨ରେ ଏହାର ଟ୍ରେଲରକୁ ଜାରି କରାଯାଇଥିଲା। ଟ୍ରେଲରରେ ଜାହ୍ନବୀଙ୍କୁ ଜଣେ…

ଡିଜିଟାଲ କାରବାର ବୃଦ୍ଧିର ଅନ୍ୟ ଏକ ଲାଭ , ହ୍ରାସ ପାଇଛି ଚିରାଫଟା ନୋଟ୍‌ ସଂଖ୍ୟା

ଦେଶରେ ଡିଜିଟାଲ କ୍ରାନ୍ତି ଆସିବା ଫଳରେ ୟୁପିଆଇ ଜରିଆରେ ଅଧିକ କାରବାର ହେଉଛି। ରିଜର୍ଭ ବ୍ୟାଙ୍କର ଡିଜିଟାଲ କାରବାର ବୃଦ୍ଧିର ଅନ୍ୟ ଏକ ଲାଭ ମଧ୍ୟ ମିଳିଛି। ତାହା ହେଲା ଚିରାଫଟା ନୋଟ୍‌ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୨୦୨୪-୨୫…