ଆଜିର ରାଶିଫଳ

ମେଷ: ବିନୟ ଭାବ ପ୍ରକାଶ କରିପାରନ୍ତି। ମାତ୍ର ମନରେ କପଟତା ପୂରି ରହିଥାଏ। ସାଧୁମାନଙ୍କୁ ସହଜରେ ବିଶ୍ବାସକୁ ଆଣିପାରନ୍ତି ନାହିଁ। ଧନବାନ୍‌ ହେବେ। ଅର୍ଜିତ ଓ ଅନୁଦାନ ଅର୍ଥ ବଳରେ ବଳୀୟାନ ହେବେ। ବୃଷ: ଧନାଢ଼୍ୟ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ। ଗୋଦାନ କରି ଧର୍ମ ଅର୍ଜନ…

ରାଜ୍ୟରେ ବର୍ଷକୁ ୨୦୦୦ କୋଟିର ପ୍ରତିରକ୍ଷା ବ୍ୟବସାୟ ସୁଯୋଗ

ରାଜ୍ୟର ପ୍ରତିରକ୍ଷା ଓ ଏରୋସ୍ପେସ୍‌ କ୍ଷେତ୍ରରେ ବର୍ଷକୁ ୨୦୦୦ କୋଟି ଟଙ୍କାର ବ୍ୟବସାୟ କରିବା ସୁଯୋଗ ରହିଛି। ଏହା ଉପରେ ମାନସମନ୍ଥନ କରିବା ଲାଗି ଏମ୍ଏସ୍‌ଏମ୍ଇ ମନ୍ତ୍ରଣାଳୟ ସହଯୋଗରେ ଓସ୍‌ମି ପକ୍ଷରୁ ଏକ ସେମିନାର ଆୟୋଜନ କରାଯାଇଥିଲା। ଏହି ସେମିନାରରେ ଓଡ଼ିଶାରେ ପ୍ରତିରକ୍ଷା…

ସେପ୍ଟେମ୍ବର ୧୪ରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ

ଏସିଆ କପ୍ ୨୦୨୫ରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ। ସେପ୍ଟେମ୍ବର ୧୪ରେ ଏହି ଦୁଇ ଦେଶ ମଧ୍ୟରେ ହେବ ମହା ମୁକାବିଲା। ଦୁଇ ଦେଶ ମଧ୍ୟରେ ବଢ଼ୁଥିବା ଅଶାନ୍ତିକୁ ଦେଖି ଉଭୟ ଦେଶ ଏବେ କେବଳ ଏସିଆ କପ୍ କିମ୍ବା ଆଇସିସି ଟୁର୍ଣ୍ଣାମେଣ୍ଟରେ ମୁହାଁମୁହିଁ ହେବେ। ତେଣୁ ପ୍ରଶଂସକମାନେ ଏହି…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ  ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି। ଏ ନେଇ ଶ୍ରୀମନ୍ଦିରରେ…

ସୁସ୍ଥ ହେଉଛନ୍ତି ନବୀନ

ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍‌ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି। ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍‌ ଅଲ୍‌ଟିମେଟ୍‌ରେ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟ୍‌ରେ ଭର୍ତ୍ତି…

ମହାରାଷ୍ଟ୍ରର ରାଜ୍ୟପାଳ ଥିବା ସିପି ରାଧାକୃଷ୍ଣନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ

ମହାରାଷ୍ଟ୍ରର ରାଜ୍ୟପାଳ ଥିବା ଚନ୍ଦ୍ରପୁରମ ପନ୍ନୁସାମି ରାଧାକୃଷ୍ଣନଙ୍କୁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ( ଏନଡିଏ) ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର ସଂସଦୀୟ ଦଳ ବୈଠକରେ ଶ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ତେବେ ବରିଷ୍ଠ ନେତାମାନେ…

ପାନିଆ କିଣିବା ସମୟରେ ଏହି କଥା ପ୍ରତି ନିଶ୍ଚୟ ଧ୍ୟାନ ରଖନ୍ତୁ

ଶସ୍ତା , ସୁନ୍ଦର , ମଜଭୁତ ଏହି ସବୁ ଶବ୍ଦ ଖାସ୍ କରି ମଧ୍ୟବିତ୍ତ ପରିବାରରେ ଅଧିକ ବ୍ୟବହାର ହୁଏ । ସେ ଘରକରଣା ସାମଗ୍ରୀ ହେଉ କି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ସବୁଥିରେ ଆମେ ଶସ୍ତା,ମଜଭୁତର ଯୁଗଳବନ୍ଦୀକୁ ଖୋଜିଥାଉ । ଯେମିତିକି ମୁଣ୍ଡ କୁଣ୍ଡାଉଥିବା ପାନିଆକୁ ହିଁ ନେଇଯାଆନ୍ତୁ । ପ୍ରାୟତଃ…

ମହଙ୍ଗା ହେଲା ଏମ୍‌ବିବିଏସ୍‌ ମେଡିକାଲ ପାଠପଢା

ମହଙ୍ଗା ହେଲା ମେଡିକାଲ ପାଠପଢା। ଏଣିକି ଓଡ଼ିଶାରେ ଥିବା ଘରୋଇ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅଧିକ ଫି ଦେବାକୁ ପଡ଼ିବ। ଏମ୍‌ବିବିଏସ୍‌ ପଢିବାକୁ ଛାତ୍ରଛାତ୍ରୀଙ୍କୁ ପ୍ରାୟ ୭୫ ପ୍ରତିଶତ ଅଧିକ ଫି ଦେବାକୁ ପଡ଼ିବ। ଯେତେବେଳେ କି ପିଜି ପାଠ୍ୟକ୍ରମ ଫି ମଧ୍ୟ…

ପାକିସ୍ତାନକୁ ଆଉ ଏକ ପଣଡ଼ୁବୀ ଜାହାଜ ହସ୍ତାନ୍ତର କଲା ଚାଇନା

ଚାଇନା ପାକିସ୍ତାନକୁ ଆଠଟି ହଙ୍ଗୋର ଶ୍ରେଣୀ ପଣଡୁବୀ ମଧ୍ୟରୁ ତୃତୀୟଟି ହସ୍ତାନ୍ତର କରିଛି, ଯାହା ଭାରତର ନିକଟବର୍ତ୍ତୀ ହିନ୍ଦୁ ମହାସାଗରରେ ପାକିସ୍ତାନ ନୌସେନାର ଉପସ୍ଥିତି ବୃଦ୍ଧି କରିବାରେ ସହାୟକ ହେବ। ଚାଇନାର ସରକାରୀ ଖବରକାଗଜ ‘ଗ୍ଲୋବାଲ ଟାଇମ୍ସ’ ଅନୁସାରେ, ଏହି ପଣଡୁବୀର ଜଳାବତରଣ…