ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
ଆସନ୍ତା ଶିକ୍ଷା ବର୍ଷରୁ ଶାରୀରିକ ଶିକ୍ଷା । ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ । ଏବେ ଡିଜିଟାଲ୍ କ୍ଲାସରୁମ୍ରେ …