ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
ଦେଶ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ ଦେଖାଦେଇଛି। ଆଉ ଏହାର ସିଧାସଳଖ ପ୍ରଭାବ ହୋଟେଲ ଶିଳ୍ପ ଉପରେ ପଡ଼ିଛି । ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ରେଷ୍ଟୁରାଣ୍ଟ ବନ୍ଦ ହୋଇଯିବ । କମର୍ସିଆଲ୍ ଗ୍ୟାସ୍ ଯୋଗାଣ ଉପରେ ରୋକ୍ ଏବଂ ଡେଲିଭରିରେ ବିଳମ୍ବ ଯୋଗୁଁ…