ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ
ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଟିଟିଲାଗଡ଼ ତାପମାତ୍ରା ୪୦ ଡିଗ୍ରି ଛୁଇଁବାକୁ ଥିବା ବେଳେ ପଶ୍ଚିମଓଡ଼ିଶାର ସମସ୍ତ ସହରର ଦିନର ତାପମାତ୍ରା ୩୭ ଡିଗ୍ରିରୁ ଅଧିକ ରହିବ। ୧୨ ତାରିଖରେ ଟିଟିଲାଗଡ଼ ବ୍ୟତୀତ…