‘ମହାବତାର ନରସିଂହ’ ଫିଲ୍ମ ଦେଖି ଭାବ ପ୍ରବଣ ହେଲେ ମୁସଲିମ ଦର୍ଶକ

ଆନିମେଟେଡ୍ ଫିଲ୍ମ 'ମହାବତାର ନରସିଂହ' ରିଲିଜ୍ ପରଠାରୁ ବକ୍ସ ଅଫିସରେ ଧମାଲ କରିଚାଲିଛି। ଫିଲ୍ମର ଆୟ ସାରା ବିଶ୍ୱରେ ପ୍ରାୟ ୨୦୦ କୋଟି ଟଙ୍କାରେ ପହଞ୍ଚିଛି। ହିନ୍ଦୁ ପୌରାଣିକ କାହାଣୀ ଉପରେ ଆଧାରିତ ଏହି ସିନେମାଟି ବିଭିନ୍ନ ଧର୍ମର ଦର୍ଶକଙ୍କ ହୃଦୟକୁ ଛୁଇଁଛି। କୌଣସି ପ୍ରଚାର ବିନା…

ଆଗତ ହେଲା ସଂଶୋଧିତ ଆୟକର ବିଲ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକସଭାରେ ସଂଶୋଧିତ ଆୟକର ବିଲ ଉପସ୍ଥାପନ କରିଛନ୍ତି। ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି। ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା…

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍‌ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ ଏସ୍‌ପି। ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ…

ପ୍ରାକୃତିକ ବିପର୍ଯ୍ୟୟରେ ଜମି ହରାଇଥିଲେ ଜମି ଦେବେ ସରକାର

ଜମି ହରାଇଥିଲେ ଜମି ଦେବେ ସରକାର। ଏଭଳି ପ୍ରତିଶ୍ରୁତି ଦେଇ ଚର୍ଚ୍ଚ‌ାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଯେଉଁମାନେ ଜମି ହରାଉଛନ୍ତି ସେମାନଙ୍କୁ ସରକାର ଜମି ଦେବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ। ଏନେଇ ଖୁବଶୀଘ୍ର ସବୁ ଜିଲ୍ଲାପାଳମାନଙ୍କୁ ରିପୋର୍ଟ…

ମୁନୀରଙ୍କ ପରମାଣୁ ଧମକ

ଯଦି ଭାରତ ସହ ଭବିଷ୍ୟତରେ ଯୁଦ୍ଧ ହୁଏ ଏବଂ ଏଥିରେ ପାକିସ୍ତାନର ଅସ୍ତିତ୍ୱ ଉପରେ ବିପଦ ଘେରି ରହେ ତ ପୂରା କ୍ଷେତ୍ରକୁ ପରମାଣୁ ଯୁଦ୍ଧରେ ଉଡାଇଦେବୁ। ଆମେରିକାର ଟାମ୍ପା ସହରରେ ବିଜନେସମ୍ୟାନ ଅଦନାନ ଅସଦଙ୍କ ଦ୍ୱାରା ଆୟୋଜିତ ଡିନରରେ ଯୋଗ ଦେଇ ମୁନିର କହିଛନ୍ତି ଆମେ ଏକ ପରମାଣୁ ସମ୍ପନ୍ନ…

କୁନି ଝିଅ ପରେ ପ୍ରାଣ ହାରିଲେ ମା’ ରେବତୀ ରାଉଳ

କୁନି ଝିଅ ପରେ ପ୍ରାଣ ହାରିଲେ ମା’ । ଦୁର୍ଘଟଣାରେ ୮ ବର୍ଷର ଝିଅ ପ୍ରାଣ ହରାଇଥିବା ବେଳେ ଆଜି ମା’ ପ୍ରାଣ ହରାଇଛନ୍ତି । ମୃତ ମହିଳାଙ୍କ ନାଁ ରେବତୀ ରାଉଳ । ରାକ୍ଷୀ ପୂର୍ଣ୍ଣିମା ଦିନ ଭୁବନେଶ୍ବର ପାତ୍ରପଡା ଠାରେ ଘଟିଥିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ପ୍ରାଣ ହରାଇଥିଲା ୮…

ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀଙ୍କ ପଦଯାତ୍ରା

ଭୋଟ ଚୋରି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି ।  ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ନିର୍ବାଚନ କମିଶନ କାର୍ଯ୍ୟାଳୟ ବାହାରେ ଦିଲ୍ଲୀ ପୋଲିସ ସହିତ ଅର୍ଦ୍ଧସାମରିକ ବାହିନୀର କର୍ମଚାରୀମାନଙ୍କୁ ମୂତୟନ…

୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା  । ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜିଙ୍କ ସୂଚନା । ଡାକ୍ତର ମୃତ ଘୋଷଣା କରିଥିବା କହିଲେ ଭାରପ୍ରାପ୍ତ ଏସ୍‌ପି । ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମାମୁ ଘର ପଛ ପଟରେ ଥିବା ଫୁଟବଲ୍…

ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ …

ରାଶିଫଳ : ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରୁହନ୍ତୁ

ମେଷ:-କାମକୁ ପୂରା କରିବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ଅଫିସରେ ଆପଣଙ୍କ କାମରେ କତୃପକ୍ଷ ପ୍ରଭାବିତ ହେବେ। ଲେଖକ ସମାରୋହରେ ଅଂଶ ଗ୍ରହଣ କରିବାର ମଉକା ପାଇବେ। ‌ରାଶିଫଳ : ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରୁହନ୍ତୁ ବୃଷ:-ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। କୌଣସି ଅସହାୟଙ୍କୁ ସାହାଯ୍ୟ…