ହଳଦିଆପଦର ଦୁର୍ଘଟଣା ପ୍ରସଙ୍ଗରେ ଗୃହରେ ସ୍ପଷ୍ଟୀକରଣ ରଖିଲେ ପରିବହନ ମନ୍ତ୍ରୀ,ଯେଉଁଦିନରୁ ବ୍ରିଜ ତିଆରି ହୋଇଛି, ସେବେ…

ଜାନୁଆରୀ ୩୧ ତାରିଖ। ବ୍ରହ୍ମପୁର ହଲଦିଆପଦରେ ହୋଇଥିଲା ଭୟଙ୍କର ଦୁର୍ଘଟଣା। ଚାଲିଯାଇଥିଲା ୫ ନୀରିହଙ୍କ ଜୀବନ। ଏହାକୁ ନେଇ ରୋଡ଼ ସେଫ୍ଟି କମିଟି ରିପୋର୍ଟ ମାଗିଥିଲେ ସୁପ୍ରିମକୋର୍ଟ। ଯାହାକୁ ନେଇ ମୁଖ୍ୟ ଶାସନ ସଚିବ ମଧ୍ୟ ଲେଖିଛନ୍ତି। ଏହା ଉପରେ ବିଭାଗୀୟ ଟିମ୍ ସ୍ପଟ୍ ଉପରକୁ ଯାଇ ତଦନ୍ତ…

କ୍ରୋଧ କେବଳ ଏକ ଭାବପ୍ରବଣ ପ୍ରତିକ୍ରିୟା ନୁହେଁ ବରଂ ହୃଦୟ ପାଇଁ ଏକ ଶାରୀରିକ ବିପଦ ମଧ୍ୟ

ଯଦି ଆପଣ ଛୋଟ ଛୋଟ କଥାରେ ରାଗିଯାଉଛନ୍ତି, ତେବେ ହୋଇଯାଆନ୍ତୁ ସାବଧାନ, ନଚେତ୍ ଭୋଗିପାରନ୍ତି ଅନେକ ସମସ୍ୟା । ଯାହା ଆପଣ କେବେ ଭାବି ବି ନଥିବେ । ଏକ ଗବେଷଣାରୁ ଜଣାପଡିଛି ଯେ ମାତ୍ର ଆଠ ମିନିଟ୍ ତୀବ୍ର କ୍ରୋଧ ଶରୀରର ରକ୍ତବାହୀ ନଳୀକୁ ପ୍ରଭାବିତ କରିପାରେ । ବୈଜ୍ଞାନିକଙ୍କ ଅନୁଯାୟୀ, ଏହି…

ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି

ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି। ଗୁରୁବାର ଓଡ଼ିଶା ବିଧାନସଭାରେ ରାଜସ୍ୱ ଓ ବିପର୍ଯ୍ୟୟ…

2026 T20 World Cup ପାକିସ୍ତାନ ହାତେଇବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି

2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ ବିଜୟୀ ହେବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଯେ କେହି ଏହାକୁ ବିଶ୍ୱାସ କରିବାକୁ ବାଧ୍ୟ ହୋଇପାରନ୍ତି।…

ଇରାନ ଉପରେ ବଡ଼ ଆକ୍ରମଣ ପ୍ରସ୍ତୁତିରେ ଆମେରିକା !

ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା କମିବାରେ ନାଁ ଧରୁନାହିଁ । ଏହା ଦିନକୁ ଦିନ ବଢିଚାଲିଛି । ଏହାରି ଭିତରେ ଇରାନ-ଆମେରିକା ଯୁଦ୍ଧ ଆଶଙ୍କା ଘନେଇଛି । ଇରାନ ଉପରେ ବଡ଼ ଆକ୍ରମଣ ପ୍ରସ୍ତୁତିରେ ଆମେରିକା ! ଯେକୌଣସି ମୁହୂର୍ତ୍ତରେ ହୋଇପାରେ ବଡ଼ ଆକ୍ରମଣ । ମଧ୍ୟ-ପ୍ରାଚ୍ୟରେ ଆମେରିକାର…

ଏଆଇକୁ ଲୋକତାନ୍ତ୍ରିକ ବା ଗଣତାନ୍ତ୍ରିକ ରୂପ ଦେବାକୁ ହେବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଆଇ ଇମ୍ପାକ୍ଟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ସେ ଭାରତକୁ ଟେକନୋଲୋଜି ଏବଂ ଟ୍ୟାଲେଣ୍ଟର ଏକ ବଡ କେନ୍ଦ୍ର ବୋଲି କହିଛନ୍ତି । ଏହାସହ ଏଆଇକୁ ନେଇ ନୂଆ ମନ୍ତ୍ର ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମେ ଏଆଇ କ୍ଷେତ୍ରରେ ଆଗକୁ…

ସରକାରମାନେ ମାଗଣା ଉପହାର ବଣ୍ଟନ କରିବା ଅପେକ୍ଷା ନିଯୁକ୍ତି ସୃଷ୍ଟି ଉପରେ ଅଧିକ ଧ୍ୟାନ ଦେବା ଉଚିତ –…

ସୁପ୍ରିମକୋର୍ଟ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ସେମାନଙ୍କର ନିର୍ବାଚନ ପ୍ରତିଶ୍ରୁତିର ଅଂଶ ଭାବରେ ମାଗଣା ଉପହାର ବଣ୍ଟନକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନ ବିଚାରପତି କହିଛନ୍ତି ଯେ ଅନେକ ରାଜ୍ୟ ସରକାର ଭାରୀ ଋଣ ଏବଂ କ୍ଷତି ସତ୍ତ୍ୱେ ମାଗଣା ଯୋଜନା ବଣ୍ଟନ କରୁଛନ୍ତି। “ଯଦି ସରକାର ମାଗଣା…

ଭୋଟ ଅନିୟମିତତା ଅଭିଯୋଗରେ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ

ଏମିତି କଣ ହେଲା ଯେ, ଏକାଥରେ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । କୋର୍ଟଙ୍କ ନୋଟିସ୍ ପରେ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଏ ଘଟଣା ବିହାରରେ ଘଟିଛି । ପାଟନା ହାଇକୋର୍ଟ ୪୨ ଜଣ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି । ପାଟନା ହାଇକୋର୍ଟ ବିହାରର ଶାସକ ଏବଂ…

ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ,ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧…

ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ବର୍ତ୍ତମାନର ମୂଲ୍ୟରେ ଓଡିଶାର ଅର୍ଥନୀତିର ଆକାର (ଜିଏସଡିପି) ୨୦୨୫-୨୬ରେ ୯.୯ ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏହା ୨୦୨୪-୨୫ର ୯ ଲକ୍ଷ କୋଟି ଟଙ୍କାଠାରୁ ୯.୫% ବୃଦ୍ଧି ପାଇଛି। ୨୦୨୫-୨୬ରେ ବାସ୍ତବ ଆର୍ଥିକ…

ସରିଲା ପ୍ରଥମ ଦିନର ପରୀକ୍ଷା ,ମାତୃଭାଷା ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୪୬ ହଜାର ୫୮୨ ପରୀକ୍ଷାର୍ଥୀ

ପରୀକ୍ଷା କେନ୍ଦ୍ର ସାମ୍ନାରେ ଶୁଭ କଳସୀ ସ୍ଥାପନ କରାଯାଇଥିଲା। ପ୍ରତି ପରୀକ୍ଷାର୍ଥୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରୁଥିଲେ ଶିକ୍ଷକ ଶିକ୍ଷୟତ୍ରୀ । ଛାତ୍ରଛାତ୍ରୀଙ୍କ ଜୀବନର ସବୁଠାରୁ ବଡ ପରୀକ୍ଷା ପାଇଁ ଥିଲା ଏତେ ସବୁ ଆୟୋଜନ । ଗୁରୁବାର ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର…