ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର‌ ସେନ୍‌ସେକ୍ସ ୧୦୯୭ ପଏଣ୍ଟ୍‌ ହ୍ରାସ ପାଇ ୭୮,୯୧୮ ପଏଣ୍ଟ୍‌ରେ ବନ୍ଦ ହୋଇଛି

ସପ୍ତାହର ଶେଷ କାରବାର ଦିନରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର‌ ସେନ୍‌ସେକ୍ସ ୧୦୯୭ ପଏଣ୍ଟ୍‌ ହ୍ରାସ ପାଇ ୭୮,୯୧୮ ପଏଣ୍ଟ୍‌ରେ ବନ୍ଦ ହୋଇଛି। ନ୍ୟାସନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ନିଫ୍‌ଟି ୩୧୫ ପଏଣ୍ଟ୍‌ ହ୍ରାସ ପାଇ ୨୪,୪୫୦ ପଏଣ୍ଟ୍‌ରେ ବନ୍ଦ ହୋଇଛି। ଇରାନ ସହ ଇସ୍ରାଏଲ ଓ ଆମେରିକା ଯୁଦ୍ଧ…

୨୦୨୬ ଓସ୍କାର ପାଇଁ ଉପସ୍ଥାପକଙ୍କ ତାଲିକାରେ ପ୍ରକାଶ ପାଇଛି ବିଟାଉନର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନାଁ

ବିଟାଉନର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛନ୍ତି। ଆଜି ସେ ବିଶ୍ୱସ୍ତରୀୟ ଆଇକନ୍ ଭାବରେ ପରିଚିତ। ଏବେ, ତାଙ୍କ ନାମ ୨୦୨୬ ଓସ୍କାର ପାଇଁ ଉପସ୍ଥାପକଙ୍କ ତାଲିକାରେ ପ୍ରକାଶ ପାଇଛି। ପ୍ରତିବର୍ଷ, ଆମେରିକୀୟ ଏକାଡେମୀ ଅଫ୍…

ଦୁବାଇରେ ଏମରଜେନ୍ସି ଆଲର୍ଟ

ୟୁଏଇରେ ଡ୍ରୋନ ଆଟାକ । ଦୁବାଇରେ ଏମରଜେନ୍ସି ଆଲର୍ଟ । ୟୁଏଇରେ ଡ୍ରୋନ ଷ୍ଟ୍ରାଇକ ପରେ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଏକ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି । ଡ୍ରୋନ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତଙ୍କୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି । ନିଜକୁ ସୁରକ୍ଷିତ ରଖିବାକୁ…

ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ

ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ ଆମେ କୌଣସି ପରିସ୍ଥିତିରେ ବି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଦିଲ୍ଲୀ ଯିବାକୁ ଦେବୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯଦି ଆବଶ୍ୟକ ପଡେ ଆମେ ତାଙ୍କ ଲାଗି ଆମ ଜୀବନ ଦେଇ ଦେବୁ ହେଲେ ଦିଲ୍ଲୀ ଯିବାକୁ ଦେବୁନି।…

ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟନ ଅବସରରେ ଉପସ୍ଥିତ ତିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅମିତ ଶାହ ଦେଶର ଜଣେ ଦୃଢ଼ ଏବଂ ଦ୍ରୁତ ନିଷ୍ପତ୍ତି ଗ୍ରହଣ କରୁଥିବା ନେତା…

ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା, ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ

ତାତିରେ ରେକର୍ଡ କଲା ଝାରସୁଗୁଡ଼ା ।  ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି ।  ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା  । ଅନ୍ୟପାଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ…

ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ

କଟକ ମୁଣ୍ଡୁଳି ସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । CISF କ୍ୟାମ୍ପରେ ଅମିତ ଶାହ ସମ୍ବୋଧନ ଦେଇଥିଲେ । ଏହି ଅବସରରେ CISF ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ଆଉ କହିଥିଲେ ଔଦୋଗିକ ବିକାଶର ସମ୍ଭାବନା CISF ବିନା ଅସମ୍ଭବ । ଆହୁରି ବି…

ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ

ଭୁବନେଶ୍ୱର: ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ରାଜନୈତିକ ବାତାବରଣ ବେଶ୍ ଉଷ୍ମ ହୋଇଛି। ଶେଷ ଦିନରେ ମୋଟ୍ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ପ୍ରଥମ ତିନୋଟି ଆସନରେ ପ୍ରାର୍ଥୀମାନେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେବା ନିଶ୍ଚିତ ଜଣାପଡୁଛି। ମାତ୍ର…

ସାଢେ ସତୀର ଅନ୍ତିମ ପର୍ଯ୍ୟାୟ ଚାଲିଛି , ଏହି ରାଶିଙ୍କୁ ମିଳିବ ଲାଭ

ଜ୍ୟୋତିଷ ଶାସ୍ତ୍ରରେ, ଶନିକୁ ବ୍ୟକ୍ତିର କର୍ମର ଫଳ ପ୍ରଦାନକାରୀ ଗ୍ରହ ଭାବରେ ବିବେଚନା କରାଯାଏ। ଏହା ସବୁଠାରୁ ଧୀର ଗତିଶୀଳ ଗ୍ରହମାନଙ୍କ ମଧ୍ୟରୁ ଗୋଟିଏ ଏବଂ ପ୍ରାୟ ଅଢ଼େଇ ବର୍ଷ ପର୍ଯ୍ୟନ୍ତ ଗୋଟିଏ ରାଶିରେ ରହିଥାଏ। ଏହି କାରଣରୁ, ଏହାର ପ୍ରଭାବ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଥାଏ।…

​ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍‌ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ

​ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ହଟଚମଟ। ଆଜି ସନ୍ଧ୍ୟାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ବିଜେପିର ପ୍ରମୁଖ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରୁଦ୍ଧଦ୍ୱାର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଜେପି ସାଧାରଣ…