ନୌକା ଓଲଟି ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ

ୟେମେନରେ ବଡ଼ ଅଘଟଣ । ଦକ୍ଷିଣ ଅବିଆନ ପ୍ରଦେଶ ନିକଟରେ ନୌକା ଓଲଟି ପଡ଼ିବାରୁ  ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ଘଟିଛି । ୟେମେନ ଗଣମାଧ୍ୟମ ଅନୁଯାୟୀ, ପ୍ରାୟ ୧୫୪ ଜଣ ଶରଣାର୍ଥୀଙ୍କୁ ନେଇ ଏହି ନୌକା ଗଲ୍ଫ ଅଫ ଏଡେନରେ ଖରାପ ପାଗ ଯୋଗୁ ଓଲଟି ପଡ଼ିଥିଲା । ମାତ୍ର ୧୨ ଜଣ ଉଦ୍ଧାର ହୋଇଛନ୍ତି, ଆଉ ୭୪…

ମୁମ୍ବାଇ-ଅହମଦାବାଦ ବୁଲେଟ୍‌ ଟ୍ରେନ୍ ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ

ମୁମ୍ବାଇ-ଅହମଦାବାଦ ବୁଲେଟ୍‌ ଟ୍ରେନ୍ ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି। ମୁମ୍ବାଇର ବିକେସିରୁ ଆରମ୍ଭ ହୋଇ ଗୁଜରାଟର ଭାପି, ସୁରଟ, ଆନନ୍ଦ, ଭଦୋଦରା ଦେଇ ତାହା ଅହମଦାବାଦ ପହଞ୍ଚିବ। ଘଣ୍ଟା ପ୍ରତି ୩୨୦ କିଲୋମିଟର ବେଗରେ…

ଜାତୀୟ ଚଳଚ୍ଚିତ୍ର ପୁରସ୍କାରର ସର୍ବକନିଷ୍ଠ ଜୁରୀ ଅଭିନେତ୍ରୀ ପ୍ରକୃତି ମିଶ୍ର

ତୁଳସୀ ମେଗା ଧାରାବାହିକରୁ ଜଣେ ଶିଶୁ କଳାକାରରୁ ନିଜର କ୍ୟାରିଅର ଆରମ୍ଭ କରିଥିବା ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ମିଳିଛି ଆଉ ଏକ ସଫଳତା। ସଙ୍ଗୀତମୟ ପରିବାରରେ ଜନ୍ମିତ ପ୍ରକୃତି ଗୀତ, ନୃତ୍ୟ ଓ ଅଭିନୟ ଦୁନିଆରେ ନିଜ ଯାଦୁ ଦେଖାଇଥିବା ବେଳେ ‘ହେଲୋ ଆର୍‌ସି’ ଚଳଚ୍ଚିତ୍ରରେ ଅଭିନୟ କରି…

କେନିଙ୍ଗଟନ ଓଭାଲ ଟେଷ୍ଟ : ଭାରତ ଇଂଲଣ୍ଡକୁ ୬ ରନରେ ପରାସ୍ତ କରିଛି

କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତର ଐତିହାସିକ ବିଜୟ ହାସଲ କରିଛି । ଏକ ରୋମାଞ୍ଚକର ମ୍ୟାଚରେ ଭାରତ ଇଂଲଣ୍ଡକୁ ୬ ରନରେ ପରାସ୍ତ କରିଛି । ଏହା ସହିତ ୫ ଟିକିଆ ସିରିଜ ୨-୨ରେ ଡ୍ର ହୋଇଛି । ଆଜି ଥିଲା ମ୍ୟାଚର ୫ମ ତଥା ଶେଷ ଦିନ । ଶେଷ ଦିନରେ ବିଜୟ ପାଇଁ ଇଂଲଣ୍ଡ ୩୫ ରନ ଆବଶ୍ୟକ ଥିବାବେଳେ ଭାରତ…

ବଳଙ୍ଗା ପୀଡ଼ିତାଙ୍କର ଅନ୍ତିମ ସଂସ୍କାର

ଶନିବାର ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ…

ଏଫଏମ ଛାତ୍ରୀ ଆତ୍ମଦାହ ମାମଲା, ବନ୍ଧା ହେଲେ ଦୁଇ ଛାତ୍ର

ଏଫଏମ କଲେଜରେ ଛାତ୍ରୀ ଆତ୍ମଦାହ ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ। ଘଟଣାର ୨୩ ଦିନ ପରେ କ୍ରାଇମବ୍ରାଞ୍ଚ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଛାତ୍ର ଦୁଇ ଜଣ ହେଲେ ଶୁଭ୍ର ସମ୍ବିତ ନାୟକ, ଜ୍ୟୋତି ପ୍ରକାଶ ବିଶ୍ବାଳ। ଗତକାଲି ରାତି ପ୍ରାୟ ସାଢେ ୧୧ଟାରେ ଗିରଫ ପରେ…

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ଶୈବପୀଠରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଷେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ…

୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ

୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ…

୩୭ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ

ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (ଏନପିପିଏ) ପାରାସିଟାମଲ୍, ଆଟୋରଭାଷ୍ଟାଟିନ୍, ଆମୋକ୍ସିସିଲିନ୍ ସମେତ ୩୭ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। କେନ୍ଦ୍ର ରାସାୟନ ଏବଂ ସାର ମନ୍ତ୍ରଣାଳୟ ଔଷଧ (ମୂଲ୍ୟ ନିୟନ୍ତ୍ରଣ), ୨୦୧୩ ଅନୁଯାୟୀ ଔଷଧ ମୁଖ୍ୟ ହ୍ରାସ ସମ୍ପର୍କିତ…

ଆଜିର ରାଶିଫଳ

ମେଷ: ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି କୃଷି କର୍ମରେ ତତ୍ପର ହେବେ। ଗୃହ ପରିବେଶ ଉତ୍ତମମାନର ରଖିପାରନ୍ତି। କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ଅତ୍ରାହିଭଞ୍ଜନ ପ୍ରଭୁ ଗତି, ମୁକ୍ତିଦାତାଙ୍କ ଶରଣାପନ୍ନ ହେବେ। ବୃଷ: ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ଦୀନଜନମାନଙ୍କର ନିୟନ୍ତା ହେବେ।…