ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ…

 ସେପ୍ଚେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ ଏସିଆ କପ୍

ସେପ୍ଚେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ ଏସିଆ କପ୍ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଭାରତରେ ଖେଳାଯିବାକୁ ଥିଲା, କିନ୍ତୁ ପାକିସ୍ତାନର ଆପତ୍ତିକୁ ଦୃଷ୍ଟିରେ ରଖି ଏହାକୁ ୟୁଏଇରେ କରାଯିବାକୁ ଏସୀୟ କ୍ରିକେଟ ପରିଷଦ (ଏସିସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ତେବେ ୟୁଏଇରେ ଖେଳ…

ଆଜି କାର୍ଗିଲ ବିଜୟ ଦିବସ

୨୪ ବର୍ଷ ତଳର ଏହି ସ୍ମୃତି ଆଜି ବି ପ୍ରତିଟି ଭାରତୀୟଙ୍କ ମନରେ ତାଜା ହୋଇ ରହିଛି । ରହିବନି କେମିତି ଯେ!  ଆଜି ପରା କାର୍ଗିଲ ବିଜୟ ଦିବସ। ଏହି କଥା ମନେପଡ଼ିଲେ ଆମ ଛାତି ଗର୍ବ ଆଉ ଗୌରବରେ ଫୁଲି ଉଠେ। ଦେଶପାଇଁ ସହିଦ ହୋଇ ଗର୍ବରେ ଆମ ଛାଡ଼ି ଚଉଡ଼ା କରିଥିବା ସେ ବୀରମାନେ ହେଉଛନ୍ତି …

ଚୀନରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି

ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ସୃଷ୍ଟି ହୋଇଛି । ତେବେ…

ଅଗଷ୍ଟ ୧ ରେ ପରଦାକୁ ଆସିବ ‘ଛି ରେ ନନୀ’

ଅଗଷ୍ଟ ୧ ତାରିଖରେ ମୁକ୍ତିଲାଭ କରିବ ନୂଆ ସିନେମା ‘ଛି ରେ ନନୀ’। ଏକ ଭିନ୍ନ ଧରଣର ଲଭଷ୍ଟୋରି ବୋଲି କୁହାଯାଉଥିବା ସୀତାରାମ ଅଗ୍ରୱାଲ୍‌ ଓ ନମିତା ଅଗ୍ରୱାଲ୍‌ଙ୍କ ପ୍ରଯୋଜିତ ଏହି ସିନେମାର ନିର୍ଦ୍ଦେଶକ ହେଲେ ସୁଶାନ୍ତ ମଣି। ସେ ଏହାର କାହାଣୀ ଓ ଚିତ୍ରନାଟ୍ୟ ବି ଲେଖିଛନ୍ତି। ସୁଶାନ୍ତ ମଣି…

ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି

ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ବାଦଶ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ୧୭୮ ମେଗାୱାଟ୍‌ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ବୈଠକରୁ ଜଣାପଡ଼ିଛି…

ଅର୍ଥ ବିଭାଗର ବିନା ଅନୁମତିରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇପାରିବ ନାହିଁ

ଅର୍ଥ ବିଭାଗର ବିନା ଅନୁମତିରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇପାରିବ ନାହିଁ। ବିଭାଗୀୟ ସଚିବ ଶାଶ୍ବତ ମିଶ୍ର ଏ ସମ୍ପର୍କରେ ଚିଠି ଜରିଆ‌ରେ ସମସ୍ତ ବିଭାଗକୁ ସୂଚନା ଦେଇଛନ୍ତି। ଶ୍ରୀ ମିଶ୍ର ଜଣାଇଛନ୍ତି ଯେ ଆଉଟ୍‌ସୋର୍ସିଂ ଆଧାରରେ କର୍ମଚାରୀ ନିଯୁକ୍ତି କରିବା ଲାଗି ଅର୍ଥ…

୧୦ ସରପଞ୍ଚ ବିଜେପିରେ ମିଶିଲେ

ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି)କୁ ବଡ଼ ଧକ୍କା ଲାଗିଛି। ଲଖନପୁର ବ୍ଲକର ୧୦ ଜଣ ବିଜେଡି ସମର୍ଥିତ ସରପଞ୍ଚ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଛନ୍ତି। ଏହା ବ୍ରଜରାଜନଗରରେ ବିଜେପିର ସ୍ଥାନୀୟ ସଂଗଠନକୁ ଆହୁରି ମଜଭୂତ କରିଛି।…

ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?

ଓଡ଼ିଶାରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବୟାନ ପରେ ଏହି ଚର୍ଚ୍ଚା ଆହୁରି ଜୋର ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ…

ରାଶିଫଳ:ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ

ମେଷ: ଦିନଟି ଉତ୍ସାହଭରା ରହିବ। ସବୁ ଶକ୍ତି ନିଜର ନୂଆ କାମରେ ଲଗାଇବେ। ବ୍ୟବସାୟ‌ କ୍ଷେତ୍ରରେ କିଛି ପରିବର୍ତ୍ତନ ହେବ। ଜମି ଦଲାଲଙ୍କ ଲାଗି ଦିନଟି ଲାଭଦାୟକ ରହିବ। ‌ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ବୃଷ: ଦିନଟି ପୂର୍ବାପେକ୍ଷା ଭଲ ରହିବ। ଅଫିସରେ ପ୍ରତିଦିନ ତୁଳନାରେ ଭଲ କାମ ହେବ।…