ବିଶ୍ବବ୍ୟାପୀ ୨୦୦୦ କର୍ମଚାରୀଙ୍କୁ ଛଟେଇ କରିବା ଯୋଜନା ରଖିଛି ବିବିସି
ବିବିସି ବିଶ୍ବବ୍ୟାପୀ ୨୦୦୦ କର୍ମଚାରୀଙ୍କୁ ଛଟେଇ କରିବା ଯୋଜନା ରଖିଛି। ଏହା ଜରିଆରେ କମ୍ପାନି ବାର୍ଷିକ ୧୦ ପ୍ରତିଶତ ସଞ୍ଚୟ କରିବାକୁ ଚାହୁଛି। ବ୍ରିଟେନ୍ର ଏହି ପ୍ରସାରଣକାରୀ ସଂସ୍ଥାର ଏହା ହେଉଛି ଅନ୍ୟତମ ସର୍ବବୃହତ୍ ଛଟେଇ। ଏକ ଇମେଲ୍ ଜରିଆରେ କର୍ମଚାରୀମାନଙ୍କୁ ଯୋଜନା…