ପ୍ରତିବର୍ଷ ଦେଶରେ ୭୩.୬ ଲକ୍ଷ ଟନ୍ ଫଳ ଓ ୧.୨ କୋଟି ଟନ୍ ପନିପରିବା ନଷ୍ଟ ହେଉଛି
ପ୍ରତିବର୍ଷ ଦେଶରେ ୭୩.୬ ଲକ୍ଷ ଟନ୍ ଫଳ ଓ ୧.୨ କୋଟି ଟନ୍ ପନିପରିବା ନଷ୍ଟ ହେଉଛି। କ୍ଷେତ କିମ୍ବା ବାଡ଼ିରେ ଉତ୍ପାଦନ ହେଉଥିବା ଏହି ଫଳ ଓ ପନିପରିବାଗୁଡ଼ିକ ଲୋକଙ୍କ ଭୋଜନ ହେବା ପୂର୍ବରୁ ନଷ୍ଟ ହୋଇଯାଉଛି। ତାହାର ମୂଲ୍ୟ ୧.୫୨ ଲକ୍ଷ କୋଟି ଟଙ୍କା ବୋଲି ନାବ୍କନ୍ସ ପକ୍ଷରୁ କରାଯାଇଥିବା…