ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ
ଆସନ୍ତା ମଙ୍ଗଳବାର ଯାଏ ରାଜ୍ୟରେ ଗ୍ରୀଷ୍ମଲହରୀ ଲାଗିପାରେ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାତି ଅନୁଭୂତ ହେବ। ଏଭଳି ଆକଳନ କରିଛି ପାଣିପାଗ ବିଭାଗ। ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନରେ କୁହାଯାଇଛି ।
ରବିବାର ବାଲେଶ୍ୱର,…