TRF କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲେ ଆମେରିକା
ପାକିସ୍ତାନର ଆତଙ୍କବାଦୀ ଉଦ୍ଦେଶ୍ୟକୁ ଆମେରିକା ଏକ ଜୋରଦାର ଝଟ୍କା ଦେଇଛି। ସେ ଦ ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ଆତଙ୍କବାଦୀ ସଂଗଠନ ଘୋଷଣା କରିଛି। TRF ହେଉଛି ପାକିସ୍ତାନ ସ୍ଥିତ ଲସ୍କର-ଏ-ତୋଇବାର ଏକ ସଂଗଠନ। ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏ ବିଷୟରେ ସମ୍ପୂର୍ଣ୍ଣ…