ବଦଳି ନୀତିରେ ବଡ଼ ସଂଶୋଧନ
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ସୁସଙ୍ଗତ ଓ ଶୃଙ୍ଖଳିତ କରିବା ପାଇଁ ମୋହନ ମାଝୀଙ୍କ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପ୍ରଚଳିତ ବଦଳି ନୀତିରେ ବଡ଼ ସଂଶୋଧନ କରି ଏଥିରେ ଥିବା ଗଳାବାଟକୁ ବନ୍ଦ କରିବା ସହ ରାଜନୀତିକ ଚାପ ହ୍ରାସ ପାଇଁ…