ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବିଏନପି ମୁଖ୍ୟ ତାରିକ୍ ରେହମାନ

ବିଏନପି ମୁଖ୍ୟ ତାରିକ୍ ରେହମାନ ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାରିକଙ୍କ ଶପଥ ଉତ୍ସବରେ ୧୩ରୁ ଅଧିକ ଦେଶର ପ୍ରତିନିଧି ସାମିଲ ହେବା ପାଇଁ ନିମନ୍ତ୍ରିତ ହୋଇଛନ୍ତି । ଭାରତ ତରଫରୁ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଲୋକସଭା ସ୍ପିକର ଓମ ବିରଲା ଢାକା…

ରୋଗ ପ୍ରତିରୋଧକ ଶକ୍ତିକୁ ସୁଦୃଢ଼ ​​କରିବା ପାଇଁ ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ ଥାଏ । ରସୁଣକୁ ପୁଷ୍ଟିକର ତତ୍ତ୍ୱର ଏକ ଶକ୍ତିଗୃହ ଭାବରେ ବିବେଚନା କରାଯାଏ । ରସୁଣକୁ ଖାଦ୍ୟରେ ସଠିକ୍…

ଟି୨୦ ବିଶ୍ୱକପ: ସୁପର-୮ରେ ସ୍ଥାନ ପକ୍କା କଲା ନ୍ୟୁଜିଲ୍ୟାଣ୍ଡ

ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି। ୧୭୪ ରନର ପିଛା କରି, ରାଚିନ ରବିନ୍ଦ୍ର ଏବଂ ଗ୍ଲେନ ଫିଲିପ୍ସଙ୍କ ଅର୍ଦ୍ଧଶତକ ବଳରେ ନୁଜିଲାଣ୍ଡ ବିଜୟୀ ହୋଇଛି।…

ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହେଲେ ସଲମାନ ଖାନଙ୍କ ପିତା ସଲିମ ଖାନ

ବଲିଉଡ ଇଣ୍ଡଷ୍ଟ୍ରୀର ଜଣାଶୁଣା ପ୍ରସିଦ୍ଧ ଲେଖକ ଏବଂ ବଲିଉଡ ଭାଇଜାନ ସଲମାନ ଖାନଙ୍କ ପିତା ସଲିମ ଖାନଙ୍କ ବିଗିଡିଲା ସ୍ୱାସ୍ଥ୍ୟବସ୍ଥା । ସଲିମ୍‌ ହଠାତ୍ ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସଲମାନ ପିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖବର ପାଇବା ପରେ ତୁରନ୍ତ ହସ୍ପିଟାଲରେ…

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ: ଓଡ଼ିଶା ଏହାର ଏଆଇ ସମ୍ଭାବନାକୁ  ପ୍ରଦର୍ଶନ କରିଛି

ନୂଆଦିଲ୍ଲୀର ଭାରତ ମଣ୍ଡପରେ ଚାଲିଛି ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ । ଏଥିରେ ଓଡ଼ିଶା ଏହାର ଏଆଇ ସମ୍ଭାବନାକୁ  ପ୍ରଦର୍ଶନ କରିଛି । ରାଜ୍ୟ ଇଲେକଟ୍ରୋନିକ୍ସ ଓ  ଆଇଟି ବିଭାଗ ପକ୍ଷରୁ ଭାରତ ମଣ୍ଡପମର  ପ୍ରଥମ ମହଲା ହଲ୍‌ ନମ୍ବର ୫ରେ ସ୍ୱତନ୍ତ୍ର  ପାଭିଲିୟନ କରାଯାଇଛି । ଏଥିରେ  ରାଜ୍ୟର…

ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼

ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ…

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ,

ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ । ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ…

ଆଜିଠାରୁ ଆରମ୍ଭ ବିଧାନସଭା ବଜେଟ ଅଧିବେଶନ,ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି…

ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତି।…

ଆଜି ଠୁ ସିବିଏସ୍ଇ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ପରିଚାଳିତ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଚଳିତବର୍ଷ ୪୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ଣ ୧୦ଟା ୩୦ରୁ ଆରମ୍ଭ ହେବ। ଛାତ୍ରଛାତ୍ରୀ ପୂର୍ବାହ୍ଣ…

ଦିନରେ ଖରା, ରାତିରେ ଶୀତ, ଭୋରରୁ କୁହୁଡ଼ି,ଟ୍ବିନସିଟିରେ ଘନ କୁହୁଡ଼ିର ଆସ୍ତରଣ

ଦିନରେ ଖରା, ରାତିରେ ଶୀତ, ଭୋରରୁ କୁହୁଡ଼ି । ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନ ସହ ଟ୍ବିନସିଟିରେ ଘନ କୁହୁଡ଼ିର ଆସ୍ତରଣ। ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଶୂନ ରହିଛି । ରାସ୍ତାଘାଟ ଦିଶୁନଥିବାରୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ…