ପ୍ରଦୂଷଣ ପ୍ରମାଣପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ – ହାଇକୋର୍ଟ

ପ୍ରଦୂଷଣ ପ୍ରମାଣପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ । ମଙ୍ଗଳବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏ ସମ୍ପର୍କୀତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ୍ ୧୬୭ ସବ୍ କ୍ଲଚ୍ ୧୨ ଅନୁସାରେ ବକେୟା ଚାଲାଣ ଥିଲେ PUCC…

ଧାନ ମଣ୍ଡି,ମକାର ଅଭାବୀ ବିକ୍ରି  ଭଳି ସମସ୍ୟାର ସମାଧାନ ପାଇଁ ଆଜି ନବରଙ୍ଗପୁର ଜିଲ୍ଲାର ୪ଟି ବ୍ଲକରେ ବନ୍ଦ ପାଳନ…

ଆଜି ନବରଙ୍ଗପୁର ଜିଲ୍ଲାର ୪ଟି ବ୍ଲକରେ ବନ୍ଦ ପାଳନ ହେଉଛି । ସଂଗ୍ରାମୀ ମଞ୍ଚ ପକ୍ଷରୁ ବନ୍ଦ ଡାକରା ହେଉଥିବା ବେଳେ ସମର୍ଥନ ଦେଇଛି କଂଗ୍ରେସ। ଭୂ-ବନ୍ଦୋବସ୍ତ, ମେଡିକାଲ କଲେଜ, ଧାନ ମଣ୍ଡି ସମସ୍ୟା, ମକାର ଅଭାବୀ ବିକ୍ରି  ଭଳି ସମସ୍ୟାର ସମାଧାନ ପାଇଁ ଗର୍ଜିଛି ଉମରକୋଟ ସଂଗ୍ରାମ ମଞ୍ଚ।…

ମାର୍ଚ୍ଚ ୧୨ରେ ବନ୍ଦ ହେବ କୋଣାର୍କର ଇକୋରିଟ୍ରିଟ୍‌, ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିପାରିନଥିଲା ଇକୋରିଟ୍ରିଟ୍‌

ଚଳିତମାସ ୧୨ ତାରିଖରେ ୬ଟି ସ୍ଥାନରେ ଇକୋରିଟ୍ରିଟ୍‌ ବନ୍ଦ ହେବ। ସେହିପରି କୋଣାର୍କର ଇକୋରିଟ୍ରିଟ୍‌ ମାର୍ଚ୍ଚ ୧୨ରେ ବନ୍ଦ କରାଯିବ। ଚଳିତବର୍ଷ ଇକୋରିଟ୍ରିଟ୍‌ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିପାରିନଥିଲେ ମଧ୍ୟ ବାହାର ରାଜ୍ୟର ପର୍ଯ୍ୟଟକଙ୍କୁ ବେଶ୍ ଆକର୍ଷିତ କରିପାରିଛି। ଗତବର୍ଷ ଆଜି…

୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ, ଆଜିଠାରୁ ନୋଡାଲ୍ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ଆଜିଠାରୁ ନୋଡାଲ୍ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମ୍‌ରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଇବା ପ୍ରକ୍ରିୟା ଆରମ୍ଭ ହେବ। ଆଜି ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୫ଟି ଜିଲ୍ଲାକୁ…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ: ଆରମ୍ଭ କରିଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିଦେବେ। ସନ୍ତାନର କ୍ୟାରିଅରକୁ ନେଇ ଟିକେ ଚିନ୍ତିତ ରହିବେ। ଘରକୁ କୁଣିଆ ଆସିବେ। ବୃଷ: ଲୋକେ ଆପଣଙ୍କ କଥାରେ ପ୍ରଭାବିତ ହୋଇ ଆପଣଙ୍କ ସହ ମିଶିବେ। ଆପଣଙ୍କର ଖର୍ଚ୍ଚ ବଢ଼ିପାରେ। ମାଆଙ୍କୁ କିଛି ଉପହାର ଦେବେ। ‌ପ୍ରେମ ସମ୍ବନ୍ଧ…

ଟ୍ବେଣ୍ଟି-୨୦ ବିଶ୍ବକପ୍‌ : ଆଧିପତ୍ୟଭରା ବିଜୟରୁ ଅଭିଯାନ ଆରମ୍ଭ କଲା ଜିମ୍ବାୱେ

ଗୋଟିଏ ସଂସ୍କରଣ ବ୍ୟବଧାନରେ ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଖେଳୁଥିବା ଜିମ୍ବାୱେ ଆଧିପତ୍ୟଭରା ବିଜୟରୁ ତା’ର ଚଳିତ ଅଭିଯାନ ଆରମ୍ଭ କରିଛି। ସୋମବାର ଗ୍ରୁପ୍-ବି’ର ଏକ ମୁକାବିଲାରେ ଏହି ଦଳ ନବାଗତ ଓମାନକୁ ଅତି ସହଜରେ ୮ ୱିକେଟ୍‌ରେ ପରାସ୍ତ କରିଛି। ଦୁଇ କମ୍‌ ଶକ୍ତିଶାଳୀ ଦଳ ମଧ୍ୟରେ ହୋଇଥିବା…

ଅପ୍ରକାଶିତ ପୁସ୍ତକ ରାହୁଲଙ୍କ ହାତକୁ ଆସିଲା କିପରି ତାହା ଏବେ ଚର୍ଚ୍ଚାର ବିଷୟ

ପୂର୍ବତନ ସ୍ଥଳ ସେନାମୁଖ୍ୟ ଜେନେରାଲ ଏମ.ଏମ. ନରୱାଣେଙ୍କ ରଚିତ ତାଙ୍କ ଆତ୍ମ ଜୀବନୀ ‘ଫୋର ଷ୍ଟାର୍ସ ଅଫ ଡେଷ୍ଟିନୀ’କୁ ନେଇ ଏବେ ସଂସଦରେ ହଙ୍ଗାମା ହେଉଛି। ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧି ସେହି ପୁସ୍ତକକୁ ତାଙ୍କ ଭାଷଣରେ ଉଲ୍ଲେଖ କରିବାକୁ ଚାହୁଁଛନ୍ତି। ତେବେ ଶାସକ ଦଳ…

ଶରଦ ପାୱରଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ , ହସ୍ପିଟାଲରେ ଭର୍ତ୍ତି

ଏନସିପି (ସପା) ଅଧ୍ୟକ୍ଷ ଶରଦ ପାୱରଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଣେ ନିଆଯାଇ ରୁବି ହଲ୍‌ କ୍ଲିନିକରେ ଭର୍ତ୍ତି କରାଯାଇଛି । ପାୱର ଜ୍ୱର ଓ କାଶରେ ପୀଡିତ ଥିବା ବେଳେ ତାଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ । ମିଳିଥିବା ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ , ଶୁଣିଲେ ୭୦୦ ଅଭିଯୋଗ

ଆଜି ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୭୦୦ ଅଭିଯୋଗ ଆସିଥିଲା।  ଅଭିଯୋଗ ଗୁଡ଼ିକର ଆଲୋଚନା ହୋଇ ସଂପୃକ୍ତ ବିଭାଗକୁ ପଠା ଯାଇଛି। ଆଜି ଜନ ଶୁଣାଣି ବେଳେ ୫ ବରିଷ୍ଠ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ।…

ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା , ୩୦ ମୃତ

ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ ଯାଇ ହାଇୱେରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଅନେକ ଲୋକ…