ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାରଗୁଡିକର…