ଆଜି ପବିତ୍ର ବାହୁଡ଼ା ଯାତ୍ରା ,ଛେରା ପହଁରା ଗଲେ ଗଜପତି

ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର  ଦେବୀ  ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ରଥାରୁଢ଼ ହୋଇଛନ୍ତି।ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ…

ଆଜିର ରାଶିଫଳ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୬ ଜୁଲାଇ ଅର୍ଥାତ୍‌ କାଲି ଦେବଶୟନ ଏକାଦଶୀ । ଏହାସହ ଆସନ୍ତାକାଲି ଠାରୁ ହିଁ ଚର୍ତୁମାସର ଆରମ୍ଭ ହୋଇଥାଏ । ପୌରାଣିକ ମାନ୍ୟତା ଅନୁସାରେ ଏହି ଏକାଦଶୀରୁ ହିଁ ପ୍ରଭୁ ବିଷ୍ଣୁ ୪ ମାସ ପର୍ଯ୍ୟନ୍ତ ଯୋଗନିଦ୍ରାରେ ରହିଥାନ୍ତି । ଏହି କାରଣରୁ ହିଁ ଚର୍ତୁମାସର ଆରମ୍ଭ…

ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ

ଜାମିନ ପାଇଁ ଉଚ୍ଚ କୋର୍ଟକୁ ଯାଇଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ଜାମିନ ଖାରଜ ହେବା ପରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । ସେବେଠାରୁ ସେ ଝାରପଡ଼ା ଜେଲରେ ଅଛନ୍ତି । ତେବେ ଆଜି ଅଚାନକ ଜେଲ ଡିଜି ସୁଶାନ୍ତ…

ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଛି ନୂଆ ବଲିଉଡ ସିନେମା ମେଟ୍ରୋ ଇନ ଦିନୋ

 ରିଲିଜ ହୋଇଛି ବଲିଉଡ ସିନେମା ମେଟ୍ରୋ ଇନ ଦିନୋ । ଅନୁରାଗ ବାସୁଙ୍କ ନିର୍ଦ୍ଦେଶିତ ଏହି ରୋମାନ୍ସ, ଫ୍ୟାମିଲି ଡ୍ରାମାର କାହାଣୀରେ ଆଦିତ୍ୟ ରୟ କପୁର, ସାରା ଅଲ୍ଲୀ ଖାନଙ୍କ ମୁଖ୍ୟ ଭୂମିକାରେ ଅଭିନୟ ରହିଛି । ରିଲିଜର ପ୍ରଥମ ଦିନରେ ଦର୍ଶକଙ୍କଠୁ ମିଶ୍ରତ ପ୍ରତିକ୍ରିୟା ମିଳୁଛି ।ଫିଲ୍ମ…

ବର୍ମିଂହାମ ଟେଷ୍ଟ : ଭାରତ 180 ରନରେ ଆଗୁଆ

ବର୍ମିଂହାମ ଟେଷ୍ଟରେ ଇଂଲଣ୍ଡ ନିଜର ପ୍ରଥମ ଇନିଂସରେ ୪୦୭ ରନ କରି ଅଲଆଉଟ ହୋଇଯାଇଛି । ଏହା ଫଳରେ ଭାରତ ପ୍ରଥମ ଇନିଂସରେ ୧୮୦ ରନରେ ଆଗୁଆ ରହିଛି । ଇଂଲଣ୍ଡ ଦଳ ପକ୍ଷରୁ ୬ ଜଣ ବ୍ୟାଟ୍ସମ୍ୟାନ ଖାତା ଖୋଲିପାରିନଥିବାବେଳେ କେବଳ ଦୁଇଜଣ ବ୍ୟାଟ୍ସମ୍ୟାନ- ହ୍ୟାରୀ ବ୍ରୁକ ଓ ଜେମି ସ୍ମିଥ ସାହସର ସହ…

ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର

ବିହାରରେ ଭୋଟର ତାଲିକାକୁ ନେଇ ରାଜନୀତି ସରଗରମ ରହିଛି । ଗୋଟିଏ ପଟେ ବିରୋଧୀ ଦଳ ଏହି ପ୍ରଥାକୁ ଲଗାତାର ବିରୋଧ କରୁଛନ୍ତି । କାରଣ ଏହି ପ୍ରକ୍ରିୟା ମାଧ୍ୟମରେ ଅବହେଳିତ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଭୋଟରମାନଙ୍କୁ ତାଲିକାରୁ ବାଦ ଦିଆଯାଉଛି । ଅନ୍ୟପଟେ ଶାସକ ଦଳ ଏବଂ ନିର୍ବାଚନ କମିଶନ…

ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ…

ଗ୍ୟାସ ଷ୍ଟେସନରେ ବିସ୍ଫୋରଣ, 40 ଆହତ

ପୂର୍ବ ରୋମର ପ୍ରିନେଷ୍ଟିନୋ ଜିଲ୍ଲା ଗୋର୍ଡିଆନିରେ ଶୁକ୍ରବାର ସକାଳେ ଏକ ଗ୍ୟାସ ଷ୍ଟେସନରେ ବିସ୍ଫୋରଣ ଯୋଗୁ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଜଣାପଡ଼ିନଥିଲେ ମଧ୍ୟ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗରୁ ମିଳିଥିବା…

6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ

ଆସନ୍ତା ୬ ତାରିଖ ରବିବାର ସକାଳ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ମହାନଦୀ ଫୁଲିବାରେ ଲାଗିଥିବା ବେଳେ ଛତିଶଗଡ଼ ସରକାର କଲ୍‌ମା ବ୍ୟାରେଜ୍‌ର ୪୬ଟି ଗେଟ୍‌ ଖୋଲି ଦେଇଛନ୍ତି। କଲ୍‌ମାର ୬୬ଟି ଗେଟ୍‌ ମଧ୍ୟରୁ…

ହୃଦଘାତ ପୂର୍ବରୁ ଦେଖାଦିଏ ଏହି ସବୁ ଲକ୍ଷ୍ୟଣ

ଅଭିନେତ୍ରୀ ଶେଫାଲି ଜରିୱାଲାଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କେହି ବିଶ୍ୱାସ କରିପାରୁନାହାଁନ୍ତି ଯେ ଶେଫାଲି ଆଉ ଏହି ଦୁନିଆରେ ନାହାନ୍ତି। ମାତ୍ର ୪୨ ବର୍ଷ ବୟସରେ ସେ ଏହି ଦୁନିଆକୁ ବିଦାୟ ଦେଇଥିଲେ। ରିପୋର୍ଟ ଅନୁସାରେ, ଗତକାଲି ରାତିରେ ସେ ଘରେ ଥିଲେ ଏବଂ ତାଙ୍କ…