ଆଜିଠୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ

ଆଜିଠୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ପତାକା ଦେଖାଇ ପ୍ରଥମ ବ୍ୟାଚ ଶ୍ରଦ୍ଧାଳୁଙ୍କ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ଜାମ୍ମୁରେ…

ଲଘୁଚାପ ଦୁର୍ବଳ , 5 ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା

ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଗତ ୨୪ ଘଣ୍ଟାରେ କୋରାପୁଟ ଜିଲାର କୋଟପାଡ଼ରେ ସବୁଠୁ ଅଧିକ ୧୫୨ ମି.ମି. ବର୍ଷା ହୋଇଛି। ଜିଲାର ଜୟପୁରରେ ୧୪୧.୮ ମି.ମି, ସେମିଳିଗୁଡ଼ାରେ ୧୨୪.୩, କୋରାପୁଟରେ ୧୧୫.୮ ଏବଂ ବୋରିଗୁମ୍ମାରେ ୮୯.୪ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ…

ଆଜିର ରାଶିଫଳ

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ…

୩କୋଟି ୫୦ ଲକ୍ଷ ଚାକିରି ଦେବେ କେନ୍ଦ୍ର ସରକାର

ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ୧ ଲକ୍ଷ କୋଟି ଟଙ୍କାର ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି । ସୃଷ୍ଟି ହେବ ୩କୋଟି ୫୦ ଲକ୍ଷ ଚାକିରି । ଦେଶରେ ବେରୋଜଗାରୀଙ୍କ ସଂଖ୍ୟା ବଢୁଥିବାରୁ ନିଯୁକ୍ତି ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଉଛନ୍ତି । ଅଗଷ୍ଟ ୧ରୁ…

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ରେ ମୁଖ୍ୟ ଷଡ୍‌ଯନ୍ତ୍ରକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ…

ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣା ବ୍ରିଟିସ୍‌ ଅତ୍ୟାଚାରଠାରୁ ବଳିଯାଇଛି। ମୁଖ୍ୟ ଷଡ୍‌ଯନ୍ତ୍ରକାରୀ ଓ ଆକ୍ରମଣକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।…

ପାନ୍‌କ୍ରିଆଟିକ୍‌ କ୍ୟାନ୍ସରର ଲକ୍ଷଣ

କ୍ୟାନ୍ସର ବା କର୍କଟ..ଏହି ରୋଗ ନାଁ ଶୁଣିଲେ ସମସ୍ତଙ୍କ ମନରେ ଡର ନିଶ୍ଚିୟ ଆସେ , କାରଣ ହେଉଛି ଏକ ପ୍ରାଣଘାତୀ ରୋଗ । ଏଥିରେ ପୀଡ଼ିତ ହେଉଥିବା ଅଧିକାଂଶ ରୋଗୀଙ୍କର ଜୀବନ ଚାଲିଯାଉଛି । କିନ୍ତୁ ଠିକ୍ ସମୟରେ କର୍କଟ ରୋଗକୁ ଚିହ୍ନି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ…

କ’ଣ କେବେ ଅଭିନୟ କରିବେ ରାଘବ ଚଢ଼ା? ଏଭଳି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ପରିଣୀତି କହିଛନ୍ତି …

ରାଘବ ଚଢ଼ା ଓ ପରିଣୀତି ଚୋପ୍ରାଙ୍କ ବୃତ୍ତି ଅଲଗା ଅଲଗା । ଜଣେ ରାଜନୀତିରେ ତ ଆଉ ଜଣେ ଅଭିନୟରେ । କିନ୍ତୁ ଦୁହଁଙ୍କ ବିବାହ ପରେ ଅନେକ ସମୟରେ ପରିଣୀତିଙ୍କୁ  ପ୍ରଶଂସକ ପ୍ରଶ୍ନ ପଚାରୁଛନ୍ତି ରାଘବ କ’ଣ କେବେ ଅଭିନୟ କରିବେ ? ଏକଥା ଶୁଣି ହସି ଦିଅନ୍ତି ପରିଣୀତି । ଗଣମାଧ୍ୟମରେ ଏଭଳି ପ୍ରଶ୍ନର…

ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା ଗସ୍ତ…

ସରକାରୀ ଯୋଜନାରେ ପ୍ରଦର୍ଶନ ବଢ଼ାଇବା ଉପରେ ଧ୍ୟାନ ଦେବେୁ ଘରୋଇ ବ୍ୟାଙ୍କ

ସରକାରୀ ଜନକଲ୍ୟାଣକାରୀ ଯୋଜନାରେ ନୈରାଶ୍ୟଜନକ ପ୍ରଦର୍ଶନ କରି ରାଜ୍ୟ ସରକାରଙ୍କ ପ୍ୟାନେଲ୍‌ରୁ ହଟିବା ଭଳି କାର୍ଯ୍ୟାନୁଷ୍ଠାନ ସାମ୍ନା କରିବା ପରେ ତିନି ଘରୋଇ ବ୍ୟାଙ୍କ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଚେତିଛନ୍ତି। ବ୍ୟାଙ୍କଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଆସି…

ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ

ତାମିଲନାଡ଼ୁରେ ଆଜି ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆହୁରି ଅନେକ ଲୋକ ଆହତ ହୋଇଛନ୍ତି। ବିରୁଧୁନଗର ଜିଲ୍ଲାର ଶିବକାଶୀ ନିକଟସ୍ଥ ଚିନ୍ନା କମନପଟ୍ଟି ଗ୍ରାମ ସ୍ଥିତ କାରଖାନାରେ  ଆଜି ପୂର୍ବାହ୍ନରେ ଏହି ବିସ୍ଫୋରଣ ହୋଇଛି।  ବିସ୍ଫୋରଣ ପରେ ଆଖପାଖ…